2 ବଂଶାବଳୀ 31:1 - ଓଡିଆ ବାଇବେଲ1 ଏହିସବୁ ସମାପ୍ତ ହେଲା ଉତ୍ତାରେ ଉପସ୍ଥିତ ସମଗ୍ର ଇସ୍ରାଏଲ ଯିହୁଦାର ନଗରମାନଙ୍କୁ ଯାଇ ସ୍ତମ୍ଭସବୁ ଭାଙ୍ଗି ପକାଇଲେ ଓ ଆଶେରାମୂର୍ତ୍ତିମାନ କାଟି ପକାଇଲେ, ପୁଣି ନିଃଶେଷରେ ବିନାଶ ନ କରିବା ପର୍ଯ୍ୟନ୍ତ ସମସ୍ତ ଯିହୁଦା ଓ ବିନ୍ୟାମୀନ୍ ମଧ୍ୟରୁ, ଆହୁରି ଇଫ୍ରୟିମ ଓ ମନଃଶିରେ ସ୍ଥିତ ଉଚ୍ଚସ୍ଥଳୀ ଓ ଯଜ୍ଞବେଦିସବୁ ଭାଙ୍ଗି ପକାଇଲେ। ତହୁଁ ଇସ୍ରାଏଲ ସନ୍ତାନଗଣର ପ୍ରତ୍ୟେକ ଲୋକ ଆପଣା ଆପଣା ଅଧିକାର ଓ ନଗରକୁ ଫେରି ଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଏହିସବୁ ସମାପ୍ତ ହେଲା ଉତ୍ତାରେ ଉପସ୍ଥିତ ସମଗ୍ର ଇସ୍ରାଏଲ ଯିହୁଦାର ନଗରମାନଙ୍କୁ ଯାଇ ସ୍ତମ୍ଭସବୁ ଭାଙ୍ଗି ପକାଇଲେ ଓ ଆଶେରାମୂର୍ତ୍ତିମାନ କାଟି ପକାଇଲେ, ପୁଣି ନିଃଶେଷରେ ବିନାଶ ନ କରିବା ପର୍ଯ୍ୟନ୍ତ ସମସ୍ତ ଯିହୁଦା ଓ ବିନ୍ୟାମୀନ ମଧ୍ୟରୁ, ଆହୁରି ଇଫ୍ରୟିମ୍ ଓ ମନଃଶିରେ ସ୍ଥିତ ଉଚ୍ଚସ୍ଥଳୀ ଓ ଯଜ୍ଞବେଦିସବୁ ଭାଙ୍ଗି ପକାଇଲେ। ତହୁଁ ଇସ୍ରାଏଲ-ସନ୍ତାନଗଣର ପ୍ରତ୍ୟେକ ଲୋକ ଆପଣା ଆପଣା ଅଧିକାର ଓ ନଗରକୁ ଫେରିଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏହିସବୁ ସମାପ୍ତ ହେଲା ଉତ୍ତାରେ ଉପସ୍ଥିତ ସମଗ୍ର ଇସ୍ରାଏଲ ଯିହୁଦାର ନଗରମାନଙ୍କୁ ଯାଇ ସ୍ତମ୍ଭସବୁ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତିମାନ କାଟି ପକାଇଲେ, ପୁଣି ନିଃଶେଷରେ ବିନାଶ ନ କରିବା ପର୍ଯ୍ୟନ୍ତ ସମସ୍ତ ଯିହୁଦା ଓ ବିନ୍ୟାମୀନ୍ ମଧ୍ୟରୁ, ଆହୁରି ଇଫ୍ରୟିମ ଓ ମନଃଶିରେ ସ୍ଥିତ ଉଚ୍ଚସ୍ଥଳୀ ଓ ଯଜ୍ଞବେଦିସବୁ ଭାଙ୍ଗି ପକାଇଲେ। ତହୁଁ ଇସ୍ରାଏଲ-ସନ୍ତାନଗଣର ପ୍ରତ୍ୟେକ ଲୋକ ଆପଣା ଆପଣା ଅଧିକାର ଓ ନଗରକୁ ଫେରିଗଲେ। Viz kapitolaପବିତ୍ର ବାଇବଲ1 ନିସ୍ତାରପର୍ବର ଉତ୍ସବ ଶେଷ ହେଲା। ନିସ୍ତାରପର୍ବ ନିମନ୍ତେ ଯିରୁଶାଲମରେ ଥିବା ଇସ୍ରାଏଲର ଲୋକମାନେ ଯିହୁଦାର ସହରଗୁଡ଼କୁ ଫେରିଗଲେ। ଏହା ପରେ ସେମାନେ ସେହି ସହରଗୁଡ଼ିକରେ ଥିବା ପଥରର ମୂର୍ତ୍ତିକୁ ଭାଙ୍ଗି ଧୂଳିସାତ୍ କଲେ। ସେହି ପଥର ମୂର୍ତ୍ତିଗୁଡ଼ିକ ଭଣ୍ଡ ଦେବତାମାନଙ୍କର ପୂଜା କରିବା ନିମନ୍ତେ ବ୍ୟବହୃତ ହେଉଥିଲା। ସେହି ଲୋକମାନେ ଆଶେରା ସ୍ତମ୍ଭଗୁଡ଼ିକୁ ମଧ୍ୟ କାଟି ପକାଇଲେ। ଆଉ ସେମାନେ ଯିହୁଦା ଓ ବିନ୍ୟାମୀନରେ ଥିବା ଉଚ୍ଚ ସ୍ଥାନ ଓ ଯଜ୍ଞବେଦିଗୁଡ଼ିକୁ ନଷ୍ଟ କରିଦେଲେ। ଲୋକମାନେ ଇଫ୍ରୟିମ୍ ଓ ମନଃଶିର ସମସ୍ତ ଅଞ୍ଚଳରେ ମଧ୍ୟ ସେହି ପ୍ରକାର କଲେ। ଭଣ୍ଡ ଦେବତାର ପୂଜା ଉଦ୍ଦେଶ୍ୟରେ ବ୍ୟବହୃତ ସମସ୍ତ ବସ୍ତୁକୁ ବିନଷ୍ଟ ନ କରିବା ପର୍ଯ୍ୟନ୍ତ ଲୋକମାନେ ଏହିପରି କାର୍ଯ୍ୟ କଲେ। ଏହା ପରେ ସମସ୍ତ ଇସ୍ରାଏଲୀୟମାନେ ସେମାନଙ୍କର ନିଜ ସହର ଓ ଗୃହକୁ ଫେରିଗଲେ। Viz kapitola |