Online Bible

- Reklamy -




2 ବଂଶାବଳୀ 31:12 - ଓଡିଆ ବାଇବେଲ

12 ଏଉତ୍ତାରେ ଲୋକମାନେ ବିଶ୍ୱସ୍ତ ରୂପେ ଉପହାର, ଦଶମାଂଶ ଓ ପବିତ୍ରୀକୃତ ଦ୍ରବ୍ୟ ଆଣିଲେ; ଆଉ ତହିଁ ଉପରେ ଲେବୀୟ କୋନାନୀୟ ଅଧ୍ୟକ୍ଷ ଥିଲା ଓ ତାହାର ଭାଇ ଶିମୀୟି ଦ୍ୱିତୀୟ ଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

12 ଏଉତ୍ତାରେ ଲୋକମାନେ ବିଶ୍ଵସ୍ତ ରୂପେ ଉପହାର ଓ ଦଶମାଂଶ ଓ ପବିତ୍ରୀକୃତ ଦ୍ରବ୍ୟ ଆଣିଲେ; ଆଉ ତହିଁ ଉପରେ ଲେବୀୟ କନାନୀୟ ଅଧ୍ୟକ୍ଷ ଥିଲା ଓ ତାହାର ଭାଇ ଶିମୀୟି ଦ୍ଵିତୀୟ ଥିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏଉତ୍ତାରେ ଲୋକମାନେ ବିଶ୍ୱସ୍ତ ରୂପେ ଉପହାର, ଦଶମାଂଶ ଓ ପବିତ୍ରୀକୃତ ଦ୍ରବ୍ୟ ଆଣିଲେ; ଆଉ ତହିଁ ଉପରେ ଲେବୀୟ କୋନାନୀୟ ଅଧ୍ୟକ୍ଷ ଥିଲା ଓ ତାହାର ଭାଇ ଶିମୀୟି ଦ୍ୱିତୀୟ ଥିଲା।

Viz kapitola kopírovat

ପବିତ୍ର ବାଇବଲ

12 ଏହା ପରେ ଯାଜକମାନେ ନୈବେଦ୍ୟ, ଦଶମାଂଶ ଓ ଅନ୍ୟାନ୍ୟ ବସ୍ତୁସବୁ ଆଣିଲେ, ଯେଉଁଗୁଡ଼ିକ କେବଳ ସଦାପ୍ରଭୁଙ୍କୁ ଦିଆଯିବା ନିମନ୍ତେ ଉଦ୍ଧିଷ୍ଟ ଥିଲା, ସେହି ସମସ୍ତ ସଂଗୃହୀତ ବସ୍ତୁ ମନ୍ଦିର ମଧ୍ୟସ୍ଥ ଭଣ୍ଡାର ଘରମାନଙ୍କରେ ରଖାଗଲା। ଲେବୀୟ କନାନିୟ ସେହି ସମସ୍ତ ସଂଗୃହୀତ ବସ୍ତୁର ଦାୟିତ୍ୱରେ ଥିଲେ, ଶିମିୟି ଦ୍ୱିତୀୟରେ ଏହି ଦାୟିତ୍ୱରେ ଥିଲେ। ଶିମିୟି କନାନିୟଙ୍କ ଭ୍ରାତା ଥିଲେ।

Viz kapitola kopírovat




2 ବଂଶାବଳୀ 31:12

Následuj nás:

Reklamy


Reklamy