2 ବଂଶାବଳୀ 31:15 - ଓଡିଆ ବାଇବେଲ15 ପୁଣି, ତାହାର ଅଧୀନରେ ଏଦନ, ମିନ୍ୟାମୀନ, ଯେଶୂୟ, ଶମୟୀୟ, ଅମରୀୟ ଓ ଶଖନୀୟ, ଏମାନେ ଯାଜକମାନଙ୍କ ନାନା ନଗରରେ ଆପଣାମାନଙ୍କର ସାନ ବଡ଼ ଭାଇମାନଙ୍କୁ ପାଳି ଅନୁସାରେ ଦେବା ପାଇଁ ଆପଣା ଆପଣା ନିରୂପିତ ପଦରେ ରହିଲେ; Viz kapitolaପବିତ୍ର ବାଇବଲ (Re-edited) - (BSI)15 ପୁଣି, ତାହାର ଅଧୀନରେ ଏଦନ୍ ଓ ମିନ୍ୟାମୀନ ଓ ଯେଶୂୟ ଓ ଶମୟୀୟ ଓ ଅମରୀୟ ଓ ଶଖନୀୟ, ଏମାନେ ଯାଜକମାନଙ୍କ ନାନା ନଗରରେ ଆପଣାମାନଙ୍କର ସାନ ବଡ଼ ଭାଇମାନଙ୍କୁ ପାଳି ଅନୁସାରେ ଦେବା ପାଇଁ ଆପଣା ଆପଣା ନିରୂପିତ ପଦରେ ରହିଲେ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପୁଣି, ତାହାର ଅଧୀନରେ ଏଦନ, ମିନ୍ୟାମୀନ, ଯେଶୂୟ, ଶମୟୀୟ, ଅମରୀୟ ଓ ଶଖନୀୟ, ଏମାନେ ଯାଜକମାନଙ୍କ ନାନା ନଗରରେ ଆପଣାମାନଙ୍କର ସାନ ବଡ଼ ଭାଇମାନଙ୍କୁ ପାଳି ଅନୁସାରେ ଦେବା ପାଇଁ ଆପଣା ଆପଣା ନିରୂପିତ ପଦରେ ରହିଲେ; Viz kapitolaପବିତ୍ର ବାଇବଲ15 ସେ ଏଦନ୍, ମିନ୍ୟାମିନ, ଯେଶୂୟ, ଶମୟିୟ, ଅମରିୟ ଓ ଶିଖନିୟ କୋରିଙ୍କୁ ସାହାଯ୍ୟ କରୁଥିଲେ। ସେହି ବ୍ୟକ୍ତିମାନେ, ଯାଜକମାନେ ବାସ କରୁଥିବା ସହରଗୁଡ଼ିକରେ ବିଶ୍ୱସ୍ତ ଭାବରେ ସେବାକାର୍ଯ୍ୟ କରୁଥିଲେ। ସେମାନେ ସଂଗୃହୀତ ସାମଗ୍ରୀକୁ ସେମାନଙ୍କର ଆତ୍ମୀୟ ଯାଜକମାନଙ୍କୁ ଦେଲେ, ସେମାନେ ବୃଦ୍ଧ ହୁଅନ୍ତୁ ବା ତରୁଣ। Viz kapitola |