2 ବଂଶାବଳୀ 31:21 - ଓଡିଆ ବାଇବେଲ21 ଆଉ, ସେ ଆପଣା ପରମେଶ୍ୱରଙ୍କର ଅନ୍ୱେଷଣ କରିବା ନିମନ୍ତେ ପରମେଶ୍ୱରଙ୍କ ଗୃହର ସେବାକାର୍ଯ୍ୟ, ପୁଣି ବ୍ୟବସ୍ଥା ଓ ଆଜ୍ଞା ସମ୍ବନ୍ଧରେ ଯେ ଯେ କାର୍ଯ୍ୟ ଆରମ୍ଭ କଲେ, ତାହାସବୁ ଆପଣା ସର୍ବାନ୍ତଃକରଣ ସହିତ କରି କୃତକାର୍ଯ୍ୟ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ଆଉ, ସେ ଆପଣା ପରମେଶ୍ଵରଙ୍କର ଅନ୍ଵେଷଣ କରିବା ନିମନ୍ତେ ପରମେଶ୍ଵରଙ୍କ ଗୃହର ସେବାକାର୍ଯ୍ୟ, ପୁଣି ବ୍ୟବସ୍ଥା ଓ ଆଜ୍ଞା ସମ୍ଵନ୍ଧରେ ଯେ ଯେ କାର୍ଯ୍ୟ ଆରମ୍ଭ କଲେ, ତାହାସବୁ ଆପଣା ସର୍ବାନ୍ତଃକରଣ ସହିତ କରି କୃତକାର୍ଯ୍ୟ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଆଉ, ସେ ଆପଣା ପରମେଶ୍ୱରଙ୍କର ଅନ୍ୱେଷଣ କରିବା ନିମନ୍ତେ ପରମେଶ୍ୱରଙ୍କ ଗୃହର ସେବାକାର୍ଯ୍ୟ, ପୁଣି ବ୍ୟବସ୍ଥା ଓ ଆଜ୍ଞା ସମ୍ବନ୍ଧରେ ଯେ ଯେ କାର୍ଯ୍ୟ ଆରମ୍ଭ କଲେ, ତାହାସବୁ ଆପଣା ସର୍ବାନ୍ତଃକରଣ ସହିତ କରି କୃତକାର୍ଯ୍ୟ ହେଲେ। Viz kapitolaପବିତ୍ର ବାଇବଲ21 ଯେଉଁ ପ୍ରତ୍ୟେକ କାର୍ଯ୍ୟ ସେ ଆରମ୍ଭ କଲେ, ଯଥା: ପରମେଶ୍ୱରଙ୍କ ମନ୍ଦିରର ସେବାକାର୍ଯ୍ୟ ଓ ବ୍ୟବସ୍ଥା ନିୟମ ଓ ଆଦେଶର ବାଧ୍ୟ ହେବା ଏବଂ ତାଙ୍କର ପରମେଶ୍ୱରଙ୍କର ଅନୁଗମନ କରିବାରେ ସେ ସଫଳ ହେଲେ। ହିଜକିୟ ଏହି ସମସ୍ତ ବିଷୟ ତାଙ୍କର ହୃଦୟର ସହିତ କଲେ। Viz kapitola |