Online Bible

- Reklamy -




2 ବଂଶାବଳୀ 32:1 - ଓଡିଆ ବାଇବେଲ

1 ଏହି ସକଳ ଘଟଣା ଓ ଏହି ବିଶ୍ୱସ୍ତତାର କର୍ମ ଉତ୍ତାରେ ଅଶୂରର ରାଜା ସନ୍‍‌‌ହେରୀବ ଆସି ଯିହୁଦାରେ ପ୍ରବେଶ କଲା ଓ ପ୍ରାଚୀରବେଷ୍ଟିତ ନଗର ବିରୁଦ୍ଧରେ ଛାଉଣି ସ୍ଥାପନ କରି ତାହାସବୁ ଆପଣା ପାଇଁ ଲାଭ କରିବାକୁ ବିଚାର କଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

1 ଏହି ସକଳ ଘଟନା ଓ ଏହି ବିଶ୍ଵସ୍ତତାର କର୍ମ ଉତ୍ତାରେ ଅଶୂରର ରାଜା ସନ୍ହେରୀବ୍ ଆସି ଯିହୁଦାରେ ପ୍ରବେଶ କଲା ଓ ପ୍ରାଚୀରବେଷ୍ଟିତ ନଗର ବିରୁଦ୍ଧରେ ଛାଉଣି ସ୍ଥାପନ କରି ତାହାସବୁ ଆପଣା ପାଇଁ ଲାଭ କରିବାକୁ ବିଚାର କଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏହି ସକଳ ଘଟଣା ଓ ଏହି ବିଶ୍ୱସ୍ତତାର କର୍ମ ଉତ୍ତାରେ ଅଶୂରର ରାଜା ସନ୍‍‌‌ହେରୀବ ଆସି ଯିହୁଦାରେ ପ୍ରବେଶ କଲା ଓ ପ୍ରାଚୀର-ବେଷ୍ଟିତ ନଗର ବିରୁଦ୍ଧରେ ଛାଉଣି ସ୍ଥାପନ କରି ତାହାସବୁ ଆପଣା ପାଇଁ ଲାଭ କରିବାକୁ ବିଚାର କଲା।

Viz kapitola kopírovat

ପବିତ୍ର ବାଇବଲ

1 ହିଜକିୟ ଏହି ସମସ୍ତ ବିଷୟ ବିଶ୍ୱସ୍ତତାର ସହିତ ସମାପ୍ତ କରିବା ପରେ ଏହିପରି ଘଟିଲା, ଅଶୂରର ରାଜା ସ‌ନ୍‌ହେରୀବ୍ ଯିହୁଦା ଦେଶ ଆକ୍ରମଣ କରିବାକୁ ଆସିଲେ। ସ‌ନ୍‌ହେରୀବ୍ ଓ ତାଙ୍କର ସୈନ୍ୟଦଳ ଦୁର୍ଗଗୁଡ଼ିକର ବାହାରେ ଛାଉଣି ସ୍ଥାପନ କଲେ। ସେ ସେହି ସହରଗୁଡ଼ିକୁ ପରାସ୍ତ କରିବାର ଯୋଜନା କରିଥିବାରୁ ଏହିପରି କଲେ। ସ‌ନ୍‌ହେରୀବ୍ ନିଜ ନିମନ୍ତେ ଏହିସବୁ ସହର ଜୟ କରିବାକୁ ଇଚ୍ଛା କରୁଥିଲେ।

Viz kapitola kopírovat




2 ବଂଶାବଳୀ 32:1

Následuj nás:

Reklamy


Reklamy