2 ବଂଶାବଳୀ 32:11 - ଓଡିଆ ବାଇବେଲ11 ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଅଶୂର-ରାଜାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି ଦୁର୍ଭିକ୍ଷରେ ଓ ତୃଷାରେ ମରିବା ପାଇଁ ତୁମ୍ଭମାନଙ୍କୁ ସମର୍ପି ଦେବାକୁ କ’ଣ ହିଜକୀୟ ମଣାଉ ନାହାନ୍ତି ? Viz kapitolaପବିତ୍ର ବାଇବଲ (Re-edited) - (BSI)11 ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଅଶୂର-ରାଜାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି ଦୁର୍ଭିକ୍ଷରେ ଓ ତୃଷାରେ ମରିବା ପାଇଁ ତୁମ୍ଭମାନଙ୍କୁ ସମର୍ପି ଦେବାକୁ କʼଣ ହିଜକୀୟ ମଣାଉ ନାହିଁ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଅଶୂର ରାଜାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି ଦୁର୍ଭିକ୍ଷରେ ଓ ତୃଷାରେ ମରିବା ପାଇଁ ତୁମ୍ଭମାନଙ୍କୁ ସମର୍ପି ଦେବାକୁ କʼଣ ହିଜକୀୟ ମଣାଉ ନାହାନ୍ତି? Viz kapitolaପବିତ୍ର ବାଇବଲ11 ହିଜକିୟ ତୁମ୍ଭମାନଙ୍କୁ ପ୍ରତାରଣା କରୁଅଛି। ତୁମ୍ଭେମାନେ ଯେପରି କ୍ଷୁଧା ଓ ତୃଷାରେ ମୃତ୍ୟୁବରଣ କରିବ; ଏଥିନିମନ୍ତେ ତୁମ୍ଭମାନଙ୍କୁ କୌଶଳକ୍ରମେ ଯିରୁଶାଲମରେ ରଖାଯାଉଅଛି। ହିଜକିୟ ତୁମ୍ଭଙ୍କୁ କହେ, “ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଅଶୂରର ରାଜାର ହସ୍ତରୁ ରକ୍ଷା କରିବେ।” Viz kapitola |