2 ବଂଶାବଳୀ 32:12 - ଓଡିଆ ବାଇବେଲ12 ଏହି ହିଜକୀୟ ତାହାଙ୍କ ଉଚ୍ଚସ୍ଥଳୀ ଓ ଯଜ୍ଞବେଦିସବୁ ଦୂର କରି ଯିହୁଦା ଓ ଯିରୂଶାଲମକୁ ଆଜ୍ଞା କରି କି କହି ନାହାନ୍ତି, ତୁମ୍ଭେମାନେ ଏକ ଯଜ୍ଞବେଦି ସମ୍ମୁଖରେ ପ୍ରଣାମ କରିବ ଓ ତହିଁ ଉପରେ ଧୂପ ଜ୍ୱଳାଇବ ? Viz kapitolaପବିତ୍ର ବାଇବଲ (Re-edited) - (BSI)12 ଏହି ହିଜକୀୟ ତାହାଙ୍କ ଉଚ୍ଚସ୍ଥଳୀ ଓ ଯଜ୍ଞବେଦିସବୁ ଦୂର କରି ଯିହୁଦା ଓ ଯିରୂଶାଲମକୁ ଆଜ୍ଞା କରି କି କହି ନାହିଁ, ତୁମ୍ଭେମାନେ ଏକ ଯଜ୍ଞବେଦି ସମ୍ମୁଖରେ ପ୍ରଣାମ କରିବ ଓ ତହିଁ ଉପରେ ଧୂପ ଜ୍ଵଳାଇବ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏହି ହିଜକୀୟ ତାହାଙ୍କ ଉଚ୍ଚସ୍ଥଳୀ ଓ ଯଜ୍ଞବେଦିସବୁ ଦୂର କରି ଯିହୁଦା ଓ ଯିରୂଶାଲମକୁ ଆଜ୍ଞା କରି କି କହି ନାହାନ୍ତି, ତୁମ୍ଭେମାନେ ଏକ ଯଜ୍ଞବେଦି ସମ୍ମୁଖରେ ପ୍ରଣାମ କରିବ ଓ ତହିଁ ଉପରେ ଧୂପ ଜ୍ୱଳାଇବ? Viz kapitolaପବିତ୍ର ବାଇବଲ12 ହିଜକିୟ ନିଜେ ସଦାପ୍ରଭୁଙ୍କ ଉଚ୍ଚସ୍ଥାନ ଓ ଯଜ୍ଞବେଦି ସବୁ ବାହାର କରି ଦେଲା। ସେ କହିଲା, ଯିହୁଦା ଓ ଯିରୁଶାଲମର ଲୋକମାନେ! ତୁମ୍ଭମାନଙ୍କୁ କେବଳ ଗୋଟିଏ ଯଜ୍ଞବେଦି ଉପରେ ପୂଜା ଓ ସୁଗନ୍ଧିଧୂପ ଜ୍ୱଳାଇବାକୁ ପଡ଼ିବ। Viz kapitola |