Online Bible

- Reklamy -




2 ବଂଶାବଳୀ 32:13 - ଓଡିଆ ବାଇବେଲ

13 ମୁଁ ଓ ମୋ’ ପିତୃଲୋକମାନେ ଏହିସବୁ ଦେଶର ଲୋକମାନଙ୍କ ପ୍ରତି ଯାହା କରିଅଛୁ, ତାହା କି ତୁମ୍ଭେମାନେ ଜାଣ ନାହିଁ ? ସେହିସବୁ ଦେଶସ୍ଥ ଗୋଷ୍ଠୀମାନଙ୍କ ଦେବଗଣ କି କୌଣସି ରୂପେ ଆମ୍ଭ ହସ୍ତରୁ ଆପଣା ଆପଣା ଦେଶ ଉଦ୍ଧାର କରି ପାରିଲେ ?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ମୁଁ ଓ ମୋʼ ପିତୃଲୋକମାନେ ଏହିସବୁ ଦେଶର ଲୋକମାନଙ୍କ ପ୍ରତି ଯାହା କରିଅଛୁ, ତାହା କି ତୁମ୍ଭେମାନେ ଜାଣ ନାହିଁ? ସେହିସବୁ ଦେଶସ୍ଥ ଗୋଷ୍ଠୀମାନଙ୍କ ଦେବଗଣ କି କୌଣସି ରୂପେ ଆମ୍ଭ ହସ୍ତରୁ ଆପଣା ଆପଣା ଦେଶ ଉଦ୍ଧାର କରି ପାରିଲେ?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ମୁଁ ଓ ମୋʼ ପିତୃଲୋକମାନେ ଏହିସବୁ ଦେଶର ଲୋକମାନଙ୍କ ପ୍ରତି ଯାହା କରିଅଛୁ, ତାହା କି ତୁମ୍ଭେମାନେ ଜାଣ ନାହିଁ? ସେହି ସବୁ ଦେଶସ୍ଥ ଗୋଷ୍ଠୀମାନଙ୍କ ଦେବଗଣ କି କୌଣସି ରୂପେ ଆମ୍ଭ ହସ୍ତରୁ ଆପଣା ଆପଣା ଦେଶ ଉଦ୍ଧାର କରି ପାରିଲେ?

Viz kapitola kopírovat

ପବିତ୍ର ବାଇବଲ

13 ମୋର ପୂର୍ବପୁରୁଷଗଣ ଓ ମୁଁ ଅନ୍ୟାନ୍ୟ ଦେଶର ସମସ୍ତ ଲୋକଙ୍କ ପ୍ରତି କ’ଣ କରିଅଛୁ, ତାହା ତୁମ୍ଭେମାନେ ଅବଶ୍ୟ ଜାଣ। ଅନ୍ୟ ଦେଶର ଦେବତାମାନେ ସେମାନଙ୍କର ନିଜ ଲୋକମାନଙ୍କୁ ରକ୍ଷା କରି ପାରିଲେ ନାହିଁ। ସେହି ଦେବତାମାନେ ମୋତେ ସେମାନଙ୍କର ଲୋକମାନଙ୍କୁ ବିନଷ୍ଟ କରିବାରୁ ରକ୍ଷା କରି ପାରିଲେ ନାହିଁ।

Viz kapitola kopírovat




2 ବଂଶାବଳୀ 32:13

Následuj nás:

Reklamy


Reklamy