2 ବଂଶାବଳୀ 32:22 - ଓଡିଆ ବାଇବେଲ22 ଏହିରୂପେ ସଦାପ୍ରଭୁ ହିଜକୀୟଙ୍କୁ ଓ ଯିରୂଶାଲମ ନିବାସୀମାନଙ୍କୁ ଅଶୂରର ରାଜା ସନ୍ହେରୀବ ହସ୍ତରୁ ଓ ଅନ୍ୟ ସମସ୍ତଙ୍କ ହସ୍ତରୁ ଉଦ୍ଧାର କଲେ, ପୁଣି ଚତୁର୍ଦ୍ଦିଗରୁ ସେମାନଙ୍କୁ ପଥ ଦେଖାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ଏହିରୂପେ ସଦାପ୍ରଭୁ ହିଜକୀୟଙ୍କୁ ଓ ଯିରୂଶାଲମ ନିବାସୀମାନଙ୍କୁ ଅଶୂରର ରାଜା ସନ୍ହେରୀବ୍ ହସ୍ତରୁ ଓ ଅନ୍ୟ ସମସ୍ତଙ୍କ ହସ୍ତରୁ ଉଦ୍ଧାର କଲେ, ପୁଣି ଚତୁର୍ଦ୍ଦିଗରୁ ସେମାନଙ୍କୁ ପଥ ଦେଖାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଏହିରୂପେ ସଦାପ୍ରଭୁ ହିଜକୀୟଙ୍କୁ ଓ ଯିରୂଶାଲମ ନିବାସୀମାନଙ୍କୁ ଅଶୂରର ରାଜା ସନ୍ହେରୀବ ହସ୍ତରୁ ଓ ଅନ୍ୟ ସମସ୍ତଙ୍କ ହସ୍ତରୁ ଉଦ୍ଧାର କଲେ, ପୁଣି ଚତୁର୍ଦ୍ଦିଗରୁ ସେମାନଙ୍କୁ ପଥ ଦେଖାଇଲେ। Viz kapitolaପବିତ୍ର ବାଇବଲ22 ଏହି ପ୍ରକାରେ ସଦାପ୍ରଭୁ ହିଜକିୟ ଓ ଯିରୁଶାଲମର ଲୋକମାନଙ୍କୁ ଅଶୂରର ରାଜା ସନ୍ହେରୀବ୍ ଓ ଅନ୍ୟ ସମସ୍ତ ଲୋକଙ୍କଠାରୁ ରକ୍ଷା କଲେ। ସଦାପ୍ରଭୁ ସେମାନଙ୍କୁ ସବୁ ପ୍ରକାର ଧମକରୁ ଉଦ୍ଧାର କଲେ। Viz kapitola |