2 ବଂଶାବଳୀ 32:30 - ଓଡିଆ ବାଇବେଲ30 ଏହି ହିଜକୀୟ ମଧ୍ୟ ଗୀହୋନସ୍ଥିତ ଉଚ୍ଚତର ଜଳଝର ବନ୍ଦ କରି ତାହା ସଳଖ ପଥରେ ଦାଉଦ-ନଗରର ପଶ୍ଚିମ ପାର୍ଶ୍ଵକୁ ଆଣିଲେ। ପୁଣି, ହିଜକୀୟ ଆପଣାର ସମସ୍ତ କାର୍ଯ୍ୟରେ କୃତକାର୍ଯ୍ୟ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)30 ଏହି ହିଜକୀୟ ମଧ୍ୟ ଗୀହୋନସ୍ଥିତ ଉଚ୍ଚତର ଜଳଝର ବନ୍ଦ କରି ତାହା ସଳଖ ପଥରେ ଦାଉଦ-ନଗରର ପଶ୍ଚିମ ପାର୍ଶ୍ଵକୁ ଆଣିଲେ। ପୁଣି, ହିଜକୀୟ ଆପଣାର ସମସ୍ତ କାର୍ଯ୍ୟରେ କୃତକାର୍ଯ୍ୟ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଏହି ହିଜକୀୟ ମଧ୍ୟ ଗୀହୋନସ୍ଥିତ ଉଚ୍ଚତର ଜଳଝର ବନ୍ଦ କରି ତାହା ସଳଖ ପଥରେ ଦାଉଦ-ନଗରର ପଶ୍ଚିମ ପାର୍ଶ୍ୱକୁ ଆଣିଲେ। ପୁଣି, ହିଜକୀୟ ଆପଣାର ସମସ୍ତ କାର୍ଯ୍ୟରେ କୃତକାର୍ଯ୍ୟ ହେଲେ। Viz kapitolaପବିତ୍ର ବାଇବଲ30 ହିଜକିୟ ହିଁ ଯିରୁଶାଲମରେ ଗୀହୋନ ଝରଣାର ଊର୍ଦ୍ଧ୍ୱସ୍ଥ ଉତ୍ସକୁ ବନ୍ଦ କଲେ ଓ ସେହି ଜଳକୁ ଦାଉଦଙ୍କ ନଗରର ଦକ୍ଷିଣ ପାର୍ଶ୍ୱରେ ସଳଖ ଭାବରେ ନିମ୍ନଗାମୀ କଲେ। ଆଉ ହିଜକିୟ ଯେଉଁ ସମସ୍ତ କର୍ମ କଲେ, ସେଥିରେ ସଫଳ ହେଲେ। Viz kapitola |