Online Bible

- Reklamy -




2 ବଂଶାବଳୀ 32:4 - ଓଡିଆ ବାଇବେଲ

4 ଏଣୁ ଅଶୂର-ରାଜାଗଣ ଆସି କାହିଁକି ଅନେକ ଜଳ ପାଇବେ ? ଏହା କହି ଅସଂଖ୍ୟ ଲୋକ ଏକତ୍ରିତ ହୋଇ ସମସ୍ତ ଝର ଓ ଦେଶମଧ୍ୟବାହୀ ସ୍ରୋତ ବନ୍ଦ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

4 ଏଣୁ ଅଶୂର-ରାଜଗଣ ଆସି କାହିଁକି ଅନେକ ଜଳ ପାଇବେ? ଏହା କହି ଅସଂଖ୍ୟ ଲୋକ ଏକତ୍ରିତ ହୋଇ ସମସ୍ତ ଝର ଓ ଦେଶମଧ୍ୟବାହୀ ସ୍ରୋତ ବନ୍ଦ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 “ଏଣୁ ଅଶୂର-ରାଜାଗଣ ଆସି କାହିଁକି ଅନେକ ଜଳ ପାଇବେ?” ଏହା କହି ଅସଂଖ୍ୟ ଲୋକ ଏକତ୍ରିତ ହୋଇ ସମସ୍ତ ଝର ଓ ଦେଶମଧ୍ୟବାହୀ ସ୍ରୋତ ବନ୍ଦ କଲେ।

Viz kapitola kopírovat

ପବିତ୍ର ବାଇବଲ

4 ଅନେକ ଲୋକ ଏକତ୍ର ଆସିଲେ ଓ ଦେଶ ମଧ୍ୟଦେଇ ପ୍ରବାହିତ ହେଉଥିବା ଝରଣା ଓ ନଦୀ ସବୁର ଜଳକୁ ରୋକି ଦେଲେ। ସେମାନେ କହିଲେ ଯେ, “ଅଶୂରର ରାଜା ଏହି ସ୍ଥାନକୁ ଆସିଲେ ବେଶୀ କିଛି ଜଳ ପାଇବ ନାହିଁ।”

Viz kapitola kopírovat




2 ବଂଶାବଳୀ 32:4

Následuj nás:

Reklamy


Reklamy