Online Bible

- Reklamy -




2 ବଂଶାବଳୀ 32:5 - ଓଡିଆ ବାଇବେଲ

5 ପୁଣି, ସେ ସାହସ ବାନ୍ଧି ସମସ୍ତ ଭଗ୍ନ ପ୍ରାଚୀର ନିର୍ମାଣ କରି ଦୁର୍ଗ ସମାନ ଓ ବହିଃସ୍ଥିତ ଅନ୍ୟ ପ୍ରାଚୀର ସମାନ ଉଚ୍ଚ କଲେ ଓ ଦାଉଦ-ନଗରସ୍ଥ ମିଲ୍ଲୋ ଦୃଢ଼ କଲେ, ଆଉ ପ୍ରଚୁର ଅସ୍ତ୍ର ଓ ଢ଼ାଲ ପ୍ରସ୍ତୁତ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 ପୁଣି, ସେ ସାହସ ବାନ୍ଧି ସମସ୍ତ ଭଗ୍ନ ପ୍ରାଚୀର ନିର୍ମାଣ କରି ଦୁର୍ଗ ସମାନ ଓ ବହିଃସ୍ଥିତ ଅନ୍ୟ ପ୍ରାଚୀର ସମାନ ଉଚ୍ଚ କଲେ ଓ ଦାଉଦ-ନଗରସ୍ଥ ମିଲ୍ଲୋ ଦୃଢ଼ କଲେ, ଆଉ ବିସ୍ତର ଅସ୍ତ୍ର ଓ ଢ଼ାଲ ପ୍ରସ୍ତୁତ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପୁଣି, ସେ ସାହସ ବାନ୍ଧି ସମସ୍ତ ଭଗ୍ନ ପ୍ରାଚୀର ନିର୍ମାଣ କରି ଦୁର୍ଗ ସମାନ ଓ ବହିଃସ୍ଥିତ ଅନ୍ୟ ପ୍ରାଚୀର ସମାନ ଉଚ୍ଚ କଲେ ଓ ଦାଉଦ-ନଗରସ୍ଥ ମିଲ୍ଲୋ ଦୃଢ଼ କଲେ, ଆଉ ପ୍ରଚୁର ଅସ୍ତ୍ର ଓ ଢାଲ ପ୍ରସ୍ତୁତ କଲେ।

Viz kapitola kopírovat

ପବିତ୍ର ବାଇବଲ

5 ହିଜକିୟ ଯିରୁଶାଲମକୁ ଆହୁରି ଦୃଢ଼ କଲେ। ସେ ତାହା ଏହି ପ୍ରକାର କଲେ; ସେ ପ୍ରାଚୀରର ଉଚ୍ଚସ୍ଥାନ ସବୁ ପୁନଃନିର୍ମାଣ କଲେ। ସେ ପ୍ରାଚୀର ଉପରେ ଦୁର୍ଗ ନିର୍ମାଣ କଲେ। ସେ ପ୍ରଥମ ପ୍ରାଚୀରର ବାହ୍ୟ ଭାଗରେ ଆଉ ଏକ ପ୍ରାଚୀର ନିର୍ମାଣ କଲେ। ସେ ଯିରୁଶାଲମ ପ୍ରାଚୀନ ଅଂଶର ପୂର୍ବକୁ ଏକ ଶକ୍ତିଶାଳୀ ସ୍ଥାନ ପୁନଃନିର୍ମାଣ କଲେ। ସେ ଅନେକ ଅସ୍ତ୍ର ଓ ଢାଲମାନ ନିର୍ମାଣ କଲେ।

Viz kapitola kopírovat




2 ବଂଶାବଳୀ 32:5

Následuj nás:

Reklamy


Reklamy