2 ବଂଶାବଳୀ 32:7 - ଓଡିଆ ବାଇବେଲ7 “ବଳବାନ ଓ ସାହସିକ ହୁଅ, ଅଶୂରର ରାଜା ଓ ତାହାର ସଙ୍ଗୀ ସମସ୍ତ ଜନତା ସକାଶୁ ଭୀତ କି ନିରାଶ ହୁଅ ନାହିଁ; କାରଣ ତାହାର ସହାୟ ଅପେକ୍ଷା ଆମ୍ଭମାନଙ୍କ ସହାୟ ମହାନ୍; Viz kapitolaପବିତ୍ର ବାଇବଲ (Re-edited) - (BSI)7 ବଳବାନ ଓ ସାହସିକ ହୁଅ, ଅଶୂରର ରାଜା ଓ ତାହାର ସଙ୍ଗୀ ସମସ୍ତ ଜନତା ସକାଶୁ ଭୀତ କି ନିରାଶ ନ ହୁଅ; କାରଣ ତାହାର ସହାୟ ଅପେକ୍ଷା ଆମ୍ଭମାନଙ୍କ ସହାୟ ମହାନ ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 “ବଳବାନ ଓ ସାହସିକ ହୁଅ, ଅଶୂରର ରାଜା ଓ ତାହାର ସଙ୍ଗୀ ସମସ୍ତ ଜନତା ସକାଶୁ ଭୀତ କି ନିରାଶ ହୁଅ ନାହିଁ; କାରଣ ତାହାର ସହାୟ ଅପେକ୍ଷା ଆମ୍ଭମାନଙ୍କ ସହାୟ ମହାନ; Viz kapitolaପବିତ୍ର ବାଇବଲ7 “ଦୃଢ଼ ଓ ସାହସୀ ହୁଅ। ଅଶୂର ରାଜା ଅଥବା ତାଙ୍କ ସହିତ ଥିବା ବିଶାଳ ସୈନ୍ୟବାହିନୀ ବିଷୟରେ ଭୟ କର ନାହିଁ କିମ୍ବା ବ୍ୟସ୍ତ ହୁଅ ନହିଁ। ଅଶୂରର ରାଜାଙ୍କର ଶକ୍ତିଠାରୁ ଆମ୍ଭମାନଙ୍କ ସହିତ ଆହୁରି ମହାନ ଶକ୍ତି ଅଛି। Viz kapitola |