Online Bible

- Reklamy -




2 ବଂଶାବଳୀ 32:8 - ଓଡିଆ ବାଇବେଲ

8 ମାଂସର ବାହୁ ତାହାର ସହାୟ; ମାତ୍ର ଆମ୍ଭମାନଙ୍କର ସାହାଯ୍ୟ କରିବାକୁ ଓ ଆମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିବାକୁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ସହାୟ ଅଛନ୍ତି। ଏଥିରେ ଲୋକମାନେ ଯିହୁଦା-ରାଜା ହିଜକୀୟଙ୍କ ବାକ୍ୟରେ ନିର୍ଭର ରଖିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ମାଂସର ବାହୁ ତାହାର ସହାୟ; ମାତ୍ର ଆମ୍ଭମାନଙ୍କର ସାହାଯ୍ୟ କରିବାକୁ ଓ ଆମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିବାକୁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଆମ୍ଭମାନଙ୍କ ସହାୟ ଅଛନ୍ତି। ଏଥିରେ ଲୋକମାନେ ଯିହୁଦା-ରାଜା ହିଜକୀୟଙ୍କ ବାକ୍ୟରେ ନିର୍ଭର ରଖିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ମାଂସର ବାହୁ ତାହାର ସହାୟ; ମାତ୍ର ଆମ୍ଭମାନଙ୍କର ସାହାଯ୍ୟ କରିବାକୁ ଓ ଆମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିବାକୁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ସହାୟ ଅଛନ୍ତି।” ଏଥିରେ ଲୋକମାନେ ଯିହୁଦା-ରାଜା ହିଜକୀୟଙ୍କ ବାକ୍ୟରେ ନିର୍ଭର ରଖିଲେ।

Viz kapitola kopírovat

ପବିତ୍ର ବାଇବଲ

8 ଅଶୂରର ରାଜାଙ୍କ ସହିତ କେବଳ ଲୋକମାନେ ଅଛନ୍ତି। କିନ୍ତୁ ଆମ୍ଭମାନଙ୍କ ସହିତ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଛନ୍ତି। ଆମ୍ଭମାନଙ୍କର ପରମେଶ୍ୱର ଆମ୍ଭମାନଙ୍କୁ ସାହାଯ୍ୟ କରିବେ। ସେ ଆମ୍ଭମାନଙ୍କର ନିମନ୍ତେ ଯୁଦ୍ଧ କରିବେ।” ଏହିପରି ଯିହୁଦାର ରାଜା ହିଜକିୟ ଲୋକମାନଙ୍କୁ ଉତ୍ସାହିତ କଲେ ଓ ସେମାନଙ୍କୁ ଶକ୍ତିଯୁକ୍ତ କଲେ।

Viz kapitola kopírovat




2 ବଂଶାବଳୀ 32:8

Následuj nás:

Reklamy


Reklamy