Online Bible

- Reklamy -




2 ବଂଶାବଳୀ 32:9 - ଓଡିଆ ବାଇବେଲ

9 ଏଥିଉତ୍ତାରେ ଅଶୂରର ରାଜା ସନ୍‍‌‌ହେରୀବ ଓ ତାହା ସଙ୍ଗେ ତାହାର ସୈନ୍ୟସାମନ୍ତ ଲାଖୀଶ୍‍ ନଗର ସମ୍ମୁଖରେ ଥିବା ବେଳେ ସେ ଯିରୂଶାଲମକୁ ଯିହୁଦାର ରାଜା ହିଜକୀୟଙ୍କ ନିକଟକୁ ଓ ଯିରୂଶାଲମରେ ଉପସ୍ଥିତ ସମଗ୍ର ଯିହୁଦା ନିକଟକୁ ଆପଣା ଦାସଗଣ ପଠାଇ କହିଲା,

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ଏଥି ଉତ୍ତାରେ ଅଶୂରର ରାଜା ସନ୍ହେରୀବ୍ ଓ ତାହା ସଙ୍ଗେ ତାହାର ସୈନ୍ୟସାମ; ଲାଖୀଶ୍ ନଗର ସମ୍ମୁଖରେ ଥିବା ବେଳେ ସେ ଯିରୂଶାଲମକୁ ଯିହୁଦାର ରାଜା ହିଜକୀୟଙ୍କ ନିକଟକୁ ଓ ଯିରୂଶାଲମରେ ଉପସ୍ଥିତ ସମଗ୍ର ଯିହୁଦା ନିକଟକୁ ଆପଣା ଦାସଗଣ ପଠାଇ କହିଲା,

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏଥିଉତ୍ତାରେ ଅଶୂରର ରାଜା ସନ୍‍‌‌ହେରୀବ ଓ ତାହା ସଙ୍ଗେ ତାହାର ସୈନ୍ୟସାମନ୍ତ ଲାଖୀଶ୍‍ ନଗର ସମ୍ମୁଖରେ ଥିବା ବେଳେ ସେ ଯିରୂଶାଲମକୁ ଯିହୁଦାର ରାଜା ହିଜକୀୟଙ୍କ ନିକଟକୁ ଓ ଯିରୂଶାଲମରେ ଉପସ୍ଥିତ ସମଗ୍ର ଯିହୁଦା ନିକଟକୁ ଆପଣା ଦାସଗଣ ପଠାଇ କହିଲା,

Viz kapitola kopírovat

ପବିତ୍ର ବାଇବଲ

9 ଅଶୂରର ରାଜା ସ‌ନ୍‌ହେରୀବ୍ ଓ ତାଙ୍କର ସମସ୍ତ ସୈନ୍ୟଦଳ ଲାଖୀଶ୍ ସହର ନିକଟରେ ଛାଉଣି କଲେ, ଯେପରି ସେମାନେ ତାହାକୁ ଜୟ କରି ପାରନ୍ତି। ଏହା ପରେ ସ‌ନ୍‌ହେରୀବ୍, ଯିହୁଦାର ରାଜା ହିଜକିୟ ଓ ଯିରୁଶାଲମରେ ଥିବା ଯିହୁଦାର ସମସ୍ତ ଲୋକଙ୍କ ନିକଟକୁ ତାଙ୍କର ଭୃତ୍ୟମାନଙ୍କୁ ପଠାଇଲା। ହିଜକିୟ ଓ ଯିରୁଶାଲମର ସବୁ ଲୋକଙ୍କ ନିମନ୍ତେ ସ‌ନ୍‌ହେରୀ‌ବ୍‌ଙ୍କ ଭୃତ୍ୟର ଏକ ବାର୍ତ୍ତା ଥିଲା।

Viz kapitola kopírovat




2 ବଂଶାବଳୀ 32:9

Následuj nás:

Reklamy


Reklamy