2 ବଂଶାବଳୀ 33:1 - ଓଡିଆ ବାଇବେଲ1 ମନଃଶି ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବାର ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ପଞ୍ଚାବନ ବର୍ଷ ରାଜ୍ୟ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ମନଃଶି ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବାର ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ପଞ୍ଚାବନ ବର୍ଷ ରାଜ୍ୟ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ମନଃଶି ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବାର ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ପଞ୍ଚାବନ ବର୍ଷ ରାଜ୍ୟ କଲେ। Viz kapitolaପବିତ୍ର ବାଇବଲ1 ମନଃଶି ଯିହୁଦାର ରାଜା ହେବା ସମୟରେ ବାରବର୍ଷ ବୟସ୍କ ଥିଲେ। ସେ ଯିରୁଶାଲମରେ ପଞ୍ଚାବନ ବର୍ଷ ପର୍ଯ୍ୟନ୍ତ ରାଜା ହୋଇ ରହିଲେ। Viz kapitola |