Online Bible

- Reklamy -




2 ବଂଶାବଳୀ 33:15 - ଓଡିଆ ବାଇବେଲ

15 ଆଉ, ସେ ଅନ୍ୟ ଦେବଗଣକୁ ଓ ସଦାପ୍ରଭୁଙ୍କ ଗୃହସ୍ଥିତ ପ୍ରତିମାକୁ ଦୂର କଲେ ଓ ସେ ସଦାପ୍ରଭୁଙ୍କ ଗୃହର ପର୍ବତରେ ଓ ଯିରୂଶାଲମରେ ଆପଣାର ନିର୍ମିତ ସମସ୍ତ ଯଜ୍ଞବେଦି ନଗରର ବାହାରେ ପକାଇ ଦେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ଆଉ, ସେ ଅନ୍ୟ ଦେବଗଣକୁ ଓ ସଦାପ୍ରଭୁଙ୍କ ଗୃହସ୍ଥିତ ପ୍ରତିମାକୁ ଦୂର କଲେ ଓ ସେ ସଦାପ୍ରଭୁଙ୍କ ଗୃହର ପର୍ବତରେ ଓ ଯିରୂଶାଲମରେ ଆପଣାର ନିର୍ମିତ ସମସ୍ତ ଯଜ୍ଞବେଦି ନଗରର ବାହାରେ ପକାଇ ଦେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଆଉ, ସେ ଅନ୍ୟ ଦେବଗଣକୁ ଓ ସଦାପ୍ରଭୁଙ୍କ ଗୃହସ୍ଥିତ ପ୍ରତିମାକୁ ଦୂର କଲେ ଓ ସେ ସଦାପ୍ରଭୁଙ୍କ ଗୃହର ପର୍ବତରେ ଓ ଯିରୂଶାଲମରେ ଆପଣାର ନିର୍ମିତ ସମସ୍ତ ଯଜ୍ଞବେଦି ନଗରର ବାହାରେ ପକାଇଦେଲେ।

Viz kapitola kopírovat

ପବିତ୍ର ବାଇବଲ

15 ମନଃଶି ଅ‌ଦ୍‌ଭୂତ ଦେବତା ମୂର୍ତ୍ତିଗୁଡ଼ିକୁ ବାହାର କରିଦେଲେ। ସେ ସଦାପ୍ରଭୁଙ୍କ ମନ୍ଦିରରୁ ମୂର୍ତ୍ତିକୁ ବାହାର କରିଦେଲେ। ସେ ମନ୍ଦିର ଥିବା ପର୍ବତ ଓ ଯିରୁଶାଲମରେ ଯେଉଁସବୁ ଯଜ୍ଞବେଦି ନିର୍ମାଣ କରିଥିଲେ, ସେଗୁଡ଼ିକୁ ନଷ୍ଟ କରିଦେଲେ। ମନଃଶି ସେହିସବୁ ବେଦିକୁ ଯିରୁଶାଲମ ନଗର ବାହାରେ ଫିଙ୍ଗି ଦେଲେ।

Viz kapitola kopírovat




2 ବଂଶାବଳୀ 33:15

Následuj nás:

Reklamy


Reklamy