Online Bible

- Reklamy -




2 ବଂଶାବଳୀ 33:20 - ଓଡିଆ ବାଇବେଲ

20 ଏଥିଉତ୍ତାରେ ମନଃଶିଙ୍କ ମୃତ୍ୟୁ ପରେ, ଲୋକମାନେ ତାଙ୍କୁ ତାଙ୍କର ନିଜ ଗୃହରେ କବର ଦେଲେ; ତହୁଁ ତାଙ୍କର ପୁତ୍ର ଆମୋନ୍‍ ତାଙ୍କର ପଦରେ ରାଜ୍ୟ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ଏଉତ୍ତାରେ ମନଃଶି ଆପଣା ପିତୃଗଣ ସହିତ ଶୟନ କରନ୍ତେ, ଲୋକମାନେ ତାଙ୍କୁ ତାଙ୍କର ନିଜ ଗୃହରେ କବର ଦେଲେ; ତହୁଁ ତାଙ୍କର ପୁତ୍ର ଆମୋନ୍ ତାଙ୍କର ପଦରେ ରାଜ୍ୟ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଏଥିଉତ୍ତାରେ ମନଃଶିଙ୍କ ମୃତ୍ୟୁ ପରେ, ଲୋକମାନେ ତାଙ୍କୁ ତାଙ୍କର ନିଜ ଗୃହରେ କବର ଦେଲେ; ତହୁଁ ତାଙ୍କର ପୁତ୍ର ଆମୋନ୍‍ ତାଙ୍କର ପଦରେ ରାଜ୍ୟ କଲେ।

Viz kapitola kopírovat

ପବିତ୍ର ବାଇବଲ

20 ଏହା ପରେ ମନଃଶି ମୃତ୍ୟୁଭୋଗ କଲେ ଓ ତାଙ୍କର ପୂର୍ବପୁରୁଷମାନଙ୍କ ସହିତ କବରପ୍ରାପ୍ତ ହେଲେ। ଲୋକମାନେ ମନଃଶିଙ୍କୁ ତାଙ୍କର ନିଜ ରାଜଗୃହରେ କବର ଦେଲେ। ଆମୋନ୍ ମନଃଶିଙ୍କ ସ୍ଥାନରେ ନୂତନ ରାଜା ହେଲେ। ଆମୋନ୍ ମନଃଶିଙ୍କ ପୁତ୍ର ଥିଲେ।

Viz kapitola kopírovat




2 ବଂଶାବଳୀ 33:20

Následuj nás:

Reklamy


Reklamy