Online Bible

- Reklamy -




2 ବଂଶାବଳୀ 33:3 - ଓଡିଆ ବାଇବେଲ

3 କାରଣ ତାଙ୍କର ପିତା ହିଜକୀୟ ଯେଉଁ ଉଚ୍ଚସ୍ଥଳୀମାନ ଭାଙ୍ଗି ପକାଇଥିଲେ, ସେ ପୁନର୍ବାର ତାହାସବୁ ନିର୍ମାଣ କଲେ ଓ ସେ ବାଲ୍‍ଦେବଗଣ ନିମନ୍ତେ ଯଜ୍ଞବେଦି ପ୍ରସ୍ତୁତ କଲେ ଓ ଆଶେରା ମୂର୍ତ୍ତ ନିର୍ମାଣ କଲେ ଓ ଆକାଶସ୍ଥ ସକଳ ବାହିନୀକୁ ପୂଜା କରି ସେମାନଙ୍କର ସେବା କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

3 କାରଣ ତାଙ୍କର ପିତା ହିଜକୀୟ ଯେଉଁ ଉଚ୍ଚସ୍ଥଳୀମାନ ଭାଙ୍ଗି ପକାଇଥିଲେ, ସେ ପୁନର୍ବାର ତାହାସବୁ ନିର୍ମାଣ କଲେ ଓ ସେ ବାଲ୍ଦେବଗଣ ନିମନ୍ତେ ଯଜ୍ଞବେଦି ପ୍ରସ୍ତୁତ କଲେ ଓ ଆଶେରାମୂର୍ତ୍ତ ନିର୍ମାଣ କଲେ ଓ ଆକାଶସ୍ଥ ସକଳ ବାହିନୀକି ପୂଜା କରି ସେମାନଙ୍କର ସେବା କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 କାରଣ ତାଙ୍କର ପିତା ହିଜକୀୟ ଯେଉଁ ଉଚ୍ଚସ୍ଥଳୀମାନ ଭାଙ୍ଗି ପକାଇଥିଲେ, ସେ ପୁନର୍ବାର ତାହାସବୁ ନିର୍ମାଣ କଲେ ଓ ସେ ବାଲ୍‍ଦେବଗଣ ନିମନ୍ତେ ଯଜ୍ଞବେଦି ପ୍ରସ୍ତୁତ କଲେ ଓ ଆଶେରା ମୂର୍ତ୍ତି ନିର୍ମାଣ କଲେ ଓ ଆକାଶସ୍ଥ ସକଳ ବାହିନୀକୁ ପୂଜା କରି ସେମାନଙ୍କର ସେବା କଲେ।

Viz kapitola kopírovat

ପବିତ୍ର ବାଇବଲ

3 ମନଃଶି ପୁନର୍ବାର ଉଚ୍ଚସ୍ଥାନ ସବୁ ନିର୍ମାଣ କଲେ, ଯେଉଁଗୁଡ଼ିକୁ ତାଙ୍କର ପିତା ହିଜକିୟ ଭାଙ୍ଗି ଦେଇଥିଲେ, ମନଃଶି ‌ବା‌ଲ୍‌ଦେବତାଗୁଡ଼ିକ ପାଇଁ ଯଜ୍ଞବେଦିକୁ ଓ ଆଶେରା ସ୍ତମ୍ଭମାନ ନିର୍ମାଣ କଲେ। ସେ ତାରାଗଣଙ୍କ ସମ୍ମୁଖରେ ମସ୍ତକ ଅବନତ କଲେ ଓ ସେହି ଦଳର ତାରକା ଗୁଡ଼ିକୁ ପୂଜା କଲେ।

Viz kapitola kopírovat




2 ବଂଶାବଳୀ 33:3

Následuj nás:

Reklamy


Reklamy