2 ବଂଶାବଳୀ 34:14 - ଓଡିଆ ବାଇବେଲ14 ପୁଣି, ସେମାନେ ସଦାପ୍ରଭୁଙ୍କ ଗୃହକୁ ଆନୀତ ମୁଦ୍ରା ବାହାର କରି ଆଣିଲା ବେଳେ ହିଲ୍କୀୟ ଯାଜକ ମୋଶାଙ୍କ ଦ୍ୱାରା ଦତ୍ତ ସଦାପ୍ରଭୁଙ୍କ ବ୍ୟବସ୍ଥା-ପୁସ୍ତକ ପାଇଲା। Viz kapitolaପବିତ୍ର ବାଇବଲ (Re-edited) - (BSI)14 ପୁଣି, ସେମାନେ ସଦାପ୍ରଭୁଙ୍କ ଗୃହକୁ ଆନୀତ ମୁଦ୍ରା ବାହାର କରି ଆଣିଲା ବେଳେ ହିଲ୍କୀୟ ଯାଜକ ମୋଶାଙ୍କ ଦ୍ଵାରା ଦତ୍ତ ସଦାପ୍ରଭୁଙ୍କ ବ୍ୟବସ୍ଥା-ପୁସ୍ତକ ପାଇଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ପୁଣି, ସେମାନେ ସଦାପ୍ରଭୁଙ୍କ ଗୃହକୁ ଆନୀତ ମୁଦ୍ରା ବାହାର କରି ଆଣିଲା ବେଳେ ହିଲ୍କୀୟ ଯାଜକ ମୋଶାଙ୍କ ଦ୍ୱାରା ଦତ୍ତ ସଦାପ୍ରଭୁଙ୍କ ବ୍ୟବସ୍ଥା-ପୁସ୍ତକ ପାଇଲା। Viz kapitolaପବିତ୍ର ବାଇବଲ14 ଲେବୀୟମାନେ ସଦାପ୍ରଭୁଙ୍କ ମନ୍ଦିରରେ ଥିବା ଟଙ୍କାକୁ ବାହାର କରୁଥିଲେ। ଆଉ ସେହି ସମୟରେ ହିଲ୍କିୟ ଯାଜକ ମୋଶାଙ୍କ ଦ୍ୱାରା ପ୍ରଦତ୍ତ ସଦାପ୍ରଭୁଙ୍କ ବ୍ୟବସ୍ଥା ନିୟମ ପୁସ୍ତକଟି ପାଇଲେ। Viz kapitola |