2 ବଂଶାବଳୀ 34:18 - ଓଡିଆ ବାଇବେଲ18 ଆହୁରି, ଶାଫନ୍ ଲେଖକ ରାଜାଙ୍କୁ ଜଣାଇ କହିଲା, ହିଲ୍କୀୟ ଯାଜକ ଆମ୍ଭକୁ ଖଣ୍ଡେ ପୁସ୍ତକ ଦେଇଅଛନ୍ତି ଆଉ, ଶାଫନ୍ ରାଜାଙ୍କ ସାକ୍ଷାତରେ ତହିଁରୁ ପାଠ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)18 ଆହୁରି, ଶାଫନ୍ ଲେଖକ ରାଜାଙ୍କୁ ଜଣାଇ କହିଲା, ହିଲ୍କୀୟ ଯାଜକ ଆମ୍ଭକୁ ଖଣ୍ତେ ପୁସ୍ତକ ଦେଇଅଛନ୍ତି। ଆଉ, ଶାଫନ୍ ରାଜାଙ୍କ ସାକ୍ଷାତରେ ତହିଁରୁ ପାଠ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଆହୁରି, ଶାଫନ୍ ଲେଖକ ରାଜାଙ୍କୁ ଜଣାଇ କହିଲା, ହିଲ୍କୀୟ ଯାଜକ ଆମ୍ଭକୁ ଖଣ୍ଡେ ପୁସ୍ତକ ଦେଇଅଛନ୍ତି ଆଉ, ଶାଫନ୍ ରାଜାଙ୍କ ସାକ୍ଷାତରେ ତହିଁରୁ ପାଠ କଲା। Viz kapitolaପବିତ୍ର ବାଇବଲ18 ଏହା ପରେ ଶାଫନ୍ ଯିଏ କି ସମ୍ପାଦକ, ରାଜା ଯୋଶିୟଙ୍କୁ କହିଲେ, “ଯାଜକ ହିଲ୍କିୟ ମୋତେ ଏକ ପୁସ୍ତକ ଦେଇଛନ୍ତି।” ଏହା ପରେ ଶାଫନ୍ ସେହି ପୁସ୍ତକ ପାଠ କରି ରାଜାଙ୍କୁ ଶୁଣାଇଲେ। Viz kapitola |