2 ବଂଶାବଳୀ 34:21 - ଓଡିଆ ବାଇବେଲ21 ତୁମ୍ଭେମାନେ ଯାଇ ମୋ’ ନିମନ୍ତେ, ପୁଣି ଇସ୍ରାଏଲ ଓ ଯିହୁଦା ମଧ୍ୟରେ ଅବଶିଷ୍ଟ ଲୋକଙ୍କ ନିମନ୍ତେ ଏହି ପ୍ରାପ୍ତ ପୁସ୍ତକର ବାକ୍ୟ ବିଷୟରେ ସଦାପ୍ରଭୁଙ୍କୁ ପଚାର; କାରଣ ଆମ୍ଭମାନଙ୍କ ପିତୃଲୋକମାନେ ଏହି ପୁସ୍ତକର ସକଳ ଲିଖନାନୁସାରେ କର୍ମ କରିବା ପାଇଁ ସଦାପ୍ରଭୁଙ୍କ ବାକ୍ୟ ପାଳନ ନ କରିବାରୁ ଆମ୍ଭମାନଙ୍କ ଉପରେ ସଦାପ୍ରଭୁଙ୍କର ମହାକୋପ ବର୍ଷିଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)21 ତୁମ୍ଭେମାନେ ଯାଇ ମୋʼ ନିମନ୍ତେ, ପୁଣି ଇସ୍ରାଏଲ ଓ ଯିହୁଦା ମଧ୍ୟରେ ଅବଶିଷ୍ଟ ଲୋକଙ୍କ ନିମନ୍ତେ ଏହି ପ୍ରାପ୍ତ ପୁସ୍ତକର ବାକ୍ୟ ବିଷୟରେ ସଦାପ୍ରଭୁଙ୍କୁ ପଚାର; କାରଣ ଆମ୍ଭମାନଙ୍କ ପିତୃଲୋକମାନେ ଏହି ପୁସ୍ତକର ସକଳ ଲିଖନାନୁସାରେ କର୍ମ କରିବା ପାଇଁ ସଦାପ୍ରଭୁଙ୍କ ବାକ୍ୟ ପାଳନ ନ କରିବାରୁ ଆମ୍ଭମାନଙ୍କ ଉପରେ ସଦାପ୍ରଭୁଙ୍କର ମହାକୋପ ବର୍ଷିଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 “ତୁମ୍ଭେମାନେ ଯାଇ ମୋʼ ନିମନ୍ତେ, ପୁଣି ଇସ୍ରାଏଲ ଓ ଯିହୁଦା ମଧ୍ୟରେ ଅବଶିଷ୍ଟ ଲୋକଙ୍କ ନିମନ୍ତେ ଏହି ପ୍ରାପ୍ତ ପୁସ୍ତକର ବାକ୍ୟ ବିଷୟରେ ସଦାପ୍ରଭୁଙ୍କୁ ପଚାର; କାରଣ ଆମ୍ଭମାନଙ୍କ ପିତୃଲୋକମାନେ ଏହି ପୁସ୍ତକର ସକଳ ଲିଖନାନୁସାରେ କର୍ମ କରିବା ପାଇଁ ସଦାପ୍ରଭୁଙ୍କ ବାକ୍ୟ ପାଳନ ନ କରିବାରୁ ଆମ୍ଭମାନଙ୍କ ଉପରେ ସଦାପ୍ରଭୁଙ୍କର ମହାକୋପ ବର୍ଷିଅଛି।” Viz kapitolaପବିତ୍ର ବାଇବଲ21 ରାଜା କହିଲେ, “ଯାଅ, ମୋ’ ତରଫରୁ ଓ ଯିହୁଦା ଏବଂ ଇସ୍ରାଏଲର ଅବଶିଷ୍ଟ ଲୋକଙ୍କ ତରଫରୁ ସଦାପ୍ରଭୁଙ୍କୁ ପଗ୍ଭର। ଯେଉଁ ପୁସ୍ତକ ମିଳିଅଛି, ସେଥିରେ ଥିବା ବାକ୍ୟ ସମ୍ବନ୍ଧରେ ସଦାପ୍ରଭୁଙ୍କୁ ପଗ୍ଭର। ସଦାପ୍ରଭୁ ଆମ୍ଭମାନଙ୍କ ପ୍ରତି ଅତ୍ୟନ୍ତ କ୍ରୋଧ କରିଅଛନ୍ତି, କାରଣ ଆମ୍ଭମାନଙ୍କର ପୂର୍ବପୁରୁଷମାନେ ସଦାପ୍ରଭୁଙ୍କ ବାକ୍ୟ ମାନିଲେ ନାହିଁ। ଏହି ପୁସ୍ତକରେ ଯେଉଁସବୁ ବିଷୟ ଉଲ୍ଲେଖ ହୋଇଅଛି, ତାହା ସେମାନେ କଲେ ନାହିଁ।” Viz kapitola |