2 ବଂଶାବଳୀ 34:3 - ଓଡିଆ ବାଇବେଲ3 ତାହାଙ୍କ ରାଜତ୍ଵର ଅଷ୍ଟମ ବର୍ଷରେ ସେ ଅଳ୍ପ ବୟସ୍କ ଥାଉ ଥାଉ ଆପଣା ପୂର୍ବପୁରୁଷ ଦାଉଦଙ୍କର ପରମେଶ୍ୱରଙ୍କୁ ଅନ୍ୱେଷଣ କରିବାକୁ ଆରମ୍ଭ କଲେ ଓ ସେ ଦ୍ୱାଦଶ ବର୍ଷରେ ଉଚ୍ଚସ୍ଥଳୀ ଓ ଆଶେରା ମୂର୍ତ୍ତି ଓ ଖୋଦିତ-ପ୍ରତିମା ଓ ଛାଞ୍ଚରେ ଢଳା ପ୍ରତିମାରୁ ଯିହୁଦା ଓ ଯିରୂଶାଲମକୁ ଶୁଚି କରିବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ତାଙ୍କର ଅଧିକାରର ଅଷ୍ଟମ ବର୍ଷରେ ସେ ଅଳ୍ପବୟସ୍କ ଥାଉ ଥାଉ ଆପଣା ପୂର୍ବପୁରୁଷ ଦାଉଦଙ୍କର ପରମେଶ୍ଵରଙ୍କୁ ଅନ୍ଵେଷଣ କରିବାକୁ ଆରମ୍ଭ କଲେ ଓ ସେ ଦ୍ଵାଦଶ ବର୍ଷରେ ଉଚ୍ଚସ୍ଥଳୀ ଓ ଆଶେରାମୂର୍ତ୍ତି ଓ ଖୋଦିତ-ପ୍ରତିମା ଓ ଛାଞ୍ଚରେ ଢଳା ପ୍ରତିମାରୁ ଯିହୁଦା ଓ ଯିରୂଶାଲମକୁ ଶୁଚି କରିବାକୁ ଲାଗିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତାହାଙ୍କ ରାଜତ୍ଵର ଅଷ୍ଟମ ବର୍ଷରେ ସେ ଅଳ୍ପ ବୟସ୍କ ଥାଉ ଥାଉ ଆପଣା ପୂର୍ବପୁରୁଷ ଦାଉଦଙ୍କର ପରମେଶ୍ୱରଙ୍କୁ ଅନ୍ୱେଷଣ କରିବାକୁ ଆରମ୍ଭ କଲେ ଓ ସେ ଦ୍ୱାଦଶ ବର୍ଷରେ ଉଚ୍ଚସ୍ଥଳୀ ଓ ଆଶେରା ମୂର୍ତ୍ତି ଓ ଖୋଦିତ ପ୍ରତିମା ଓ ଛାଞ୍ଚରେ ଢଳା ପ୍ରତିମାରୁ ଯିହୁଦା ଓ ଯିରୂଶାଲମକୁ ଶୁଚି କରିବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ3 ଯୋଶିୟ ପରମେଶ୍ୱରଙ୍କର ଇଚ୍ଛା ଅନୁସରଣ କରିବାକୁ ଲାଗିଲେ, ଯାହାଙ୍କୁ ତାଙ୍କର ପୂର୍ବପୁରୁଷ ଦାଉଦ ତାଙ୍କ ରାଜତ୍ୱର ଅଷ୍ଟମ ବର୍ଷରେ ଅନୁସରଣ କରିଥିଲେ। ଯୋଶିୟ ପରମେଶ୍ୱରଙ୍କୁ ଅନୁସରଣ କରିବାକୁ ଆରମ୍ଭ କରିବା ସମୟରେ ସେ ଅଳ୍ପ ବୟସ୍କ ଥିଲେ। ଯୋଶିୟଙ୍କ ରାଜତ୍ୱର ଦ୍ୱାଦଶ ବର୍ଷରେ ସେ ଯିହୁଦା ଓ ଯିରୁଶାଲମରେ ଥିବା ଉଚ୍ଚସ୍ଥାନ, ଆଶେରା ସ୍ତମ୍ଭ, ଖୋଦିତ ପ୍ରତିମା ଓ ଢାଞ୍ଚାରେ ଢଳା ମୂର୍ତ୍ତିସବୁକୁ ବିନଷ୍ଟ କଲେ। Viz kapitola |