2 ବଂଶାବଳୀ 34:6 - ଓଡିଆ ବାଇବେଲ6 ସେ ମନଃଶି ଓ ଇଫ୍ରୟିମ ଓ ଶିମୀୟୋନର ନଗର ସମୂହରେ ନପ୍ତାଲି ପର୍ଯ୍ୟନ୍ତ କାନ୍ଥଡ଼ାର ଚତୁର୍ଦ୍ଦିଗରେ ଏହି ପ୍ରକାର କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ସେ ମନଃଶି ଓ ଇଫ୍ରୟିମ ଓ ଶିମୀୟୋନର ନଗରସମୂହରେ ନପ୍ତାଲି ପର୍ଯ୍ୟନ୍ତ କାନ୍ଥଡ଼ାର ଚତୁର୍ଦ୍ଦିଗରେ ଏହି ପ୍ରକାର କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେ ମନଃଶି ଓ ଇଫ୍ରୟିମ ଓ ଶିମୀୟୋନର ନଗରସମୂହରେ ନପ୍ତାଲି ପର୍ଯ୍ୟନ୍ତ କାନ୍ଥଡ଼ାର ଚତୁର୍ଦ୍ଦିଗରେ ଏହି ପ୍ରକାର କଲେ। Viz kapitolaପବିତ୍ର ବାଇବଲ6 ଯୋଶିୟ, ମନଃଶି, ଇଫ୍ରୟିମ୍, ଶିମିୟୋନ ଓ ନପ୍ତାଲି ପର୍ଯ୍ୟନ୍ତ ଅଞ୍ଚଳର ସମସ୍ତ ସହରରେ ଏହିପରି କଲେ। ସେ ସେହି ସହରଗୁଡ଼ିକର ନିକଟରେ ଥିବା ଭଗ୍ନାବଶେଷ ପ୍ରତି ମଧ୍ୟ ସେହିରୂପ କଲେ। Viz kapitola |