Online Bible

- Reklamy -




2 ବଂଶାବଳୀ 35:11 - ଓଡିଆ ବାଇବେଲ

11 ପୁଣି, ନିସ୍ତାର ପର୍ବର ବଳିସବୁ ବଧ କରାଯା’ନ୍ତେ, ଯାଜକମାନେ ସେମାନଙ୍କ ହସ୍ତରୁ ରକ୍ତ ନେଇ ସେଚନ କଲେ ଓ ଲେବୀୟମାନେ ସେସବୁର ଚର୍ମ କାଢ଼ିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ପୁଣି, ନିସ୍ତାର ପର୍ବର ବଳିସବୁ ବଧ କରାଯାʼନ୍ତେ, ଯାଜକମାନେ ସେମାନଙ୍କ ହସ୍ତରୁ ରକ୍ତ ନେଇ ସେଚନ କଲେ ଓ ଲେବୀୟମାନେ ସେସବୁର ଚର୍ମ କାଢ଼ିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି, ନିସ୍ତାର ପର୍ବର ବଳିସବୁ ବଧ କରାଯାʼନ୍ତେ, ଯାଜକମାନେ ସେମାନଙ୍କ ହସ୍ତରୁ ରକ୍ତ ନେଇ ସେଚନ କଲେ ଓ ଲେବୀୟମାନେ ସେସବୁର ଚର୍ମ କାଢ଼ିଲେ।

Viz kapitola kopírovat

ପବିତ୍ର ବାଇବଲ

11 ନିସ୍ତାରପର୍ବର ମେଷଶାବକଗୁଡ଼ିକୁ ହତ୍ୟା କରାଗଲା। ଏହା ପରେ ଲେବୀୟମାନେ ପଶୁଗୁଡ଼ିକର ଚମଡ଼ା ଉତ୍ତାରିଲେ ଓ ଯାଜକମାନଙ୍କୁ ରକ୍ତ ଦେଲେ। ଯାଜକମାନେ ଯଜ୍ଞବେଦି ଉପରେ ସେହି ରକ୍ତକୁ ସିଞ୍ଚିଲେ।

Viz kapitola kopírovat




2 ବଂଶାବଳୀ 35:11

Následuj nás:

Reklamy


Reklamy