2 ବଂଶାବଳୀ 35:16 - ଓଡିଆ ବାଇବେଲ16 ଏହିରୂପେ ଯୋଶୀୟ ରାଜାଙ୍କର ଆଜ୍ଞାନୁସାରେ ନିସ୍ତାର ପର୍ବ ପାଳନାର୍ଥେ ଓ ସଦାପ୍ରଭୁଙ୍କ ଯଜ୍ଞବେଦିରେ ହୋମବଳି ଉତ୍ସର୍ଗକରଣାର୍ଥେ ସେହି ଦିନ ସଦାପ୍ରଭୁଙ୍କ ସେବାର୍ଥକ ସକଳର ଆୟୋଜନ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଏହିରୂପେ ଯୋଶୀୟ ରାଜାଙ୍କର ଆଜ୍ଞାନୁସାରେ ନିସ୍ତାର ପର୍ବ ପାଳନାର୍ଥେ ଓ ସଦାପ୍ରଭୁଙ୍କ ଯଜ୍ଞବେଦିରେ ହୋମବଳି ଉତ୍ସର୍ଗକରଣାର୍ଥେ ସେହି ଦିନ ସଦାପ୍ରଭୁଙ୍କ ସେବାର୍ଥକ ସକଳର ଆୟୋଜନ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏହିରୂପେ ଯୋଶୀୟ ରାଜାଙ୍କର ଆଜ୍ଞାନୁସାରେ ନିସ୍ତାର ପର୍ବ ପାଳନାର୍ଥେ ଓ ସଦାପ୍ରଭୁଙ୍କ ଯଜ୍ଞବେଦିରେ ହୋମବଳି ଉତ୍ସର୍ଗକରଣାର୍ଥେ ସେହି ଦିନ ସଦାପ୍ରଭୁଙ୍କ ସେବାର୍ଥକ ସକଳର ଆୟୋଜନ ହେଲା। Viz kapitolaପବିତ୍ର ବାଇବଲ16 ତେଣୁ ରାଜା ଯୋଶିୟଙ୍କ ଆଦେଶାନୁଯାୟୀ ସଦାପ୍ରଭୁଙ୍କ ଉପାସନା ନିମନ୍ତେ ସେହି ଦିନ ସମସ୍ତ କାର୍ଯ୍ୟ କରାଗଲା। ନିସ୍ତାରପର୍ବ ପାଳିତ ହେଲା ଓ ହୋମବଳି ଉପହାରସବୁ ସଦାପ୍ରଭୁଙ୍କ ଯଜ୍ଞବେଦି ଉପରେ ଉତ୍ସର୍ଗୀକୃତ ହେଲା। Viz kapitola |