2 ବଂଶାବଳୀ 35:17 - ଓଡିଆ ବାଇବେଲ17 ଏଣୁ ଉପସ୍ଥିତ ଇସ୍ରାଏଲ ସନ୍ତାନମାନେ ସେହି ସମୟରେ ସାତ ଦିନ ନିସ୍ତାର ପର୍ବ ଓ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଏଣୁ ଉପସ୍ଥିତ ଇସ୍ରାଏଲ-ସନ୍ତାନମାନେ ସେହି ସମୟରେ ସାତ ଦିନ ନିସ୍ତାର ପର୍ବ ଓ ତାଡ଼ିଶୂନ୍ୟ ରୋଟୀର ପର୍ବ ପାଳନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏଣୁ ଉପସ୍ଥିତ ଇସ୍ରାଏଲ ସନ୍ତାନମାନେ ସେହି ସମୟରେ ସାତ ଦିନ ନିସ୍ତାର ପର୍ବ ଓ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କଲେ। Viz kapitolaପବିତ୍ର ବାଇବଲ17 ଇସ୍ରାଏଲର ଯେଉଁ ଲୋକମାନେ ସେଠାରେ ଥିଲେ, ସେମାନେ ସାତ ଦିନ ପର୍ଯ୍ୟନ୍ତ ନିସ୍ତାରପର୍ବ ଓ ଖମୀରବିହୀନ ପାଉଁରୋଟୀର ପର୍ବ ପାଳନ କଲେ। Viz kapitola |