2 ବଂଶାବଳୀ 35:18 - ଓଡିଆ ବାଇବେଲ18 ପୁଣି, ଶାମୁୟେଲ ଭବିଷ୍ୟଦ୍ବକ୍ତାଙ୍କର ଦିନଠାରୁ ଇସ୍ରାଏଲ ମଧ୍ୟରେ ଏପ୍ରକାର ନିସ୍ତାର ପର୍ବ ପ୍ରତିପାଳିତ ହୋଇ ନ ଥିଲା; କିଅବା ଯୋଶୀୟ ଓ ଯାଜକମାନେ ଓ ଲେବୀୟମାନେ, ପୁଣି ଉପସ୍ଥିତ ସମଗ୍ର ଯିହୁଦା ଓ ଇସ୍ରାଏଲ ଓ ଯିରୂଶାଲମ ନିବାସୀମାନେ ଯେପରି ନିସ୍ତାର ପର୍ବ ପାଳନ କଲେ, ସେପରି ଇସ୍ରାଏଲର କୌଣସି ରାଜା କରି ନାହାନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)18 ପୁଣି, ଶାମୁୟେଲ ଭବିଷ୍ୟଦ୍ବକ୍ତାଙ୍କର ଦିନଠାରୁ ଇସ୍ରାଏଲ ମଧ୍ୟରେ ଏପ୍ରକାର ନିସ୍ତାର ପର୍ବ ପ୍ରତିପାଳିତ ହୋଇ ନ ଥିଲା; କିଅବା ଯୋଶୀୟ ଓ ଯାଜକମାନେ ଓ ଲେବୀୟମାନେ, ପୁଣି ଉପସ୍ଥିତ ସମଗ୍ର ଯିହୁଦା ଓ ଇସ୍ରାଏଲ ଓ ଯିରୂଶାଲମ ନିବାସୀମାନେ ଯେପରି ନିସ୍ତାର ପର୍ବ ପାଳନ କଲେ, ସେପରି ଇସ୍ରାଏଲର କୌଣସି ରାଜା କରି ନାହାନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି, ଶାମୁୟେଲ ଭବିଷ୍ୟଦ୍ବକ୍ତାଙ୍କର ଦିନଠାରୁ ଇସ୍ରାଏଲ ମଧ୍ୟରେ ଏପ୍ରକାର ନିସ୍ତାର ପର୍ବ ପ୍ରତିପାଳିତ ହୋଇ ନ ଥିଲା; କିଅବା ଯୋଶୀୟ ଓ ଯାଜକମାନେ ଓ ଲେବୀୟମାନେ, ପୁଣି ଉପସ୍ଥିତ ସମଗ୍ର ଯିହୁଦା ଓ ଇସ୍ରାଏଲ ଓ ଯିରୂଶାଲମ ନିବାସୀମାନେ ଯେପରି ନିସ୍ତାର ପର୍ବ ପାଳନ କଲେ, ସେପରି ଇସ୍ରାଏଲର କୌଣସି ରାଜା କରି ନାହାନ୍ତି। Viz kapitolaପବିତ୍ର ବାଇବଲ18 ଭବିଷ୍ୟଦ୍ବକ୍ତା ଶାମୁୟେଲଙ୍କ ସମୟଠାରୁ ନିସ୍ତାରପର୍ବ ଆଉ କେବେହେଲେ ଏହିପରି ଭାବରେ ପାଳିତ ହୋଇ ନ ଥିଲା। ଇସ୍ରାଏଲର କୌଣସି ରାଜା କେବେହେଲେ ଏହିପରି ଭାବରେ ନିସ୍ତାରପର୍ବ ପାଳି ନ ଥିଲେ। ରାଜା ଯୋଶିୟ, ଯାଜକମାନେ, ଲେବୀୟମାନେ ଏବଂ ଯିରୁଶାଲମର ସମସ୍ତ ଲୋକଙ୍କ ସହିତ ସେଠାରେ ଥିବା ଯିହୁଦା ଓ ଇସ୍ରାଏଲର ଲୋକମାନେ ଏକ ବିଶେଷ ପ୍ରକାରେ ନିସ୍ତାରପର୍ବର ଉତ୍ସବ ପାଳନ କଲେ। Viz kapitola |