Online Bible

- Reklamy -




2 ବଂଶାବଳୀ 35:22 - ଓଡିଆ ବାଇବେଲ

22 ତଥାପି ଯୋଶୀୟ ତାହାଠାରୁ ବିମୁଖ ହେବାକୁ ସମ୍ମତ ନୋହିଲେ, ମାତ୍ର ତାହା ସଙ୍ଗେ ଯୁଦ୍ଧ କରିବା ପାଇଁ ଛଦ୍ମବେଶ ଧାରଣ କଲେ, ଆଉ ପରମେଶ୍ୱରଙ୍କ ମୁଖ ନିର୍ଗତ ନଖୋର ବାକ୍ୟରେ ମନୋଯୋଗ ନ କରି ମଗିଦ୍ଦୋ ଉପତ୍ୟକାରେ ଯୁଦ୍ଧ କରିବା ପାଇଁ ଉପସ୍ଥିତ ହେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ତଥାପି ଯୋଶୀୟ ତାହାଠାରୁ ବିମୁଖ ହେବାକୁ ସମ୍ମତ ନୋହିଲେ, ମାତ୍ର ତାହା ସଙ୍ଗେ ଯୁଦ୍ଧ କରିବା ପାଇଁ ଛଦ୍ମବେଶ ଧାରଣ କଲେ, ଆଉ ପରମେଶ୍ଵରଙ୍କ ମୁଖନିର୍ଗତ ନଖୋର ବାକ୍ୟରେ ମନୋଯୋଗ ନ କରି ମଗିଦ୍ଦୋ ଉପତ୍ୟକାରେ ଯୁଦ୍ଧ କରିବା ପାଇଁ ଉପସ୍ଥିତ ହେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ତଥାପି ଯୋଶୀୟ ତାହାଠାରୁ ବିମୁଖ ହେବାକୁ ସମ୍ମତ ନୋହିଲେ, ମାତ୍ର ତାହା ସଙ୍ଗେ ଯୁଦ୍ଧ କରିବା ପାଇଁ ଛଦ୍ମବେଶ ଧାରଣ କଲେ, ଆଉ ପରମେଶ୍ୱରଙ୍କ ମୁଖନିର୍ଗତ ନଖୋର ବାକ୍ୟରେ ମନୋଯୋଗ ନ କରି ମଗିଦ୍ଦୋ ଉପତ୍ୟକାରେ ଯୁଦ୍ଧ କରିବା ପାଇଁ ଉପସ୍ଥିତ ହେଲେ।

Viz kapitola kopírovat

ପବିତ୍ର ବାଇବଲ

22 କିନ୍ତୁ ଯୋଶିୟ ଗ୍ଭଲିଗଲେ ନାହିଁ। ସେ ନଖୋଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ସ୍ଥିର କଲେ, ତେଣୁ ସେ ତାଙ୍କର ରୂପ ବଦଳାଇଲେ ଓ ଯୁଦ୍ଧ କରିବା ନିମନ୍ତେ ଯୁଦ୍ଧକ୍ଷେତ୍ରକୁ ଗଲେ। ନଖୋ ପରମେଶ୍ୱରଙ୍କ ଆଦେଶ ସମ୍ବନ୍ଧରେ ଯାହା କହିଲେ, ଯୋଶିୟ ତାହା ଶୁଣିବାକୁ ଅଗ୍ରାହ୍ୟ କଲେ। ଯୋଶିୟ ମଗିଦ୍ଦୋ ସମତଳ ଭୂମିରେ ଯୁଦ୍ଧ କରିବାକୁ ଗଲେ।

Viz kapitola kopírovat




2 ବଂଶାବଳୀ 35:22

Následuj nás:

Reklamy


Reklamy