Online Bible

- Reklamy -




2 ବଂଶାବଳୀ 35:24 - ଓଡିଆ ବାଇବେଲ

24 ତହୁଁ ତାଙ୍କର ଦାସମାନେ ସେହି ରଥରୁ ତାଙ୍କୁ ନେଇ ତାଙ୍କର ଦ୍ୱିତୀୟ ରଥରେ ଚଢ଼ାଇ ଯିରୂଶାଲମକୁ ଆଣିଲେ; ଆଉ ସେ ମଲେ ଓ ଆପଣା ପିତୃଲୋକଙ୍କର କବରରେ କବର ପାଇଲେ। ଏଥିରେ ଯୋଶୀୟଙ୍କ ଲାଗି ସମଗ୍ର ଯିହୁଦା ଓ ଯିରୂଶାଲମ ଶୋକ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ତହୁଁ ତାଙ୍କର ଦାସମାନେ ସେହି ରଥରୁ ତାଙ୍କୁ ନେଇ ତାଙ୍କର ଦ୍ଵିତୀୟ ରଥରେ ଚଢ଼ାଇ ଯିରୂଶାଲମକୁ ଆଣିଲେ; ଆଉ ସେ ମଲେ ଓ ଆପଣା ପିତୃଲୋକଙ୍କର କବରରେ କବର ପାଇଲେ। ଏଥିରେ ଯୋଶୀୟଙ୍କ ଲାଗି ସମଗ୍ର ଯିହୁଦା ଓ ଯିରୂଶାଲମ ଶୋକ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ତହୁଁ ତାଙ୍କର ଦାସମାନେ ସେହି ରଥରୁ ତାଙ୍କୁ ନେଇ ତାଙ୍କର ଦ୍ୱିତୀୟ ରଥରେ ଚଢ଼ାଇ ଯିରୂଶାଲମକୁ ଆଣିଲେ; ଆଉ ସେ ମଲେ ଓ ଆପଣା ପିତୃଲୋକଙ୍କର କବରରେ କବର ପାଇଲେ। ଏଥିରେ ଯୋଶୀୟଙ୍କ ଲାଗି ସମଗ୍ର ଯିହୁଦା ଓ ଯିରୂଶାଲମ ଶୋକ କଲେ।

Viz kapitola kopírovat

ପବିତ୍ର ବାଇବଲ

24 ତେଣୁ ଯୋଶିୟଙ୍କ ଭୃତ୍ୟମାନେ ତାହାଙ୍କ ରଥରୁ ତାଙ୍କୁ ନେଇଗଲେ ଓ ସେ ତାଙ୍କ ସଙ୍ଗରେ ଯୁଦ୍ଧକୁ ଆଣିଥିବା ଆଉ ଏକ ରଥରେ ରଖିଲେ। ଏହା ପରେ ସେମାନେ ଯୋଶିୟଙ୍କୁ ଯିରୁଶାଲମକୁ ନେଇଗଲେ। ରାଜା ଯୋଶିୟ ଯିରୁଶାଲମରେ ମୃତ୍ୟୁବରଣ କଲେ। ଯୋଶିୟ ତାଙ୍କର ପୂର୍ବପୁରୁଷମାନଙ୍କ କବରରେ କବରପ୍ରାପ୍ତ ହେଲେ। ଯିହୁଦା ଓ ଯିରୁଶାଲମର ସମସ୍ତ ଲୋକ ଯୋଶିୟଙ୍କ ମୃତ୍ୟୁ ଯୋଗୁଁ ଅତ୍ୟନ୍ତ ଦୁଃଖିତ ହେଲେ।

Viz kapitola kopírovat




2 ବଂଶାବଳୀ 35:24

Následuj nás:

Reklamy


Reklamy