2 ବଂଶାବଳୀ 35:25 - ଓଡିଆ ବାଇବେଲ25 ପୁଣି, ଯିରିମୀୟ ଯୋଶୀୟଙ୍କ ଲାଗି ବିଳାପ କଲେ; ଆଉ ଗାୟକ ଓ ଗାୟିକା ସମସ୍ତେ ଆପଣା ଆପଣା ବିଳାପରେ ଯୋଶୀୟଙ୍କ ବିଷୟ ଆଜି ପର୍ଯ୍ୟନ୍ତ ଉଲ୍ଲେଖ କରନ୍ତି; ଲୋକମାନେ ଇସ୍ରାଏଲ ମଧ୍ୟରେ ଏହା ଏକ ପାଳନୀୟ ବିଧି କଲେ; ଆଉ ଦେଖ, ତାହା ବିଳାପ-ସଂହିତାରେ ଲିଖିତ ଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)25 ପୁଣି, ଯିରିମୀୟ ଯୋଶୀୟଙ୍କ ଲାଗି ବିଳାପ କଲେ; ଆଉ ଗାୟକ ଓ ଗାୟିକା ସମସ୍ତେ ଆପଣା ଆପଣା ବିଳାପରେ ଯୋଶୀୟଙ୍କ ବିଷୟ ଆଜି ପର୍ଯ୍ୟନ୍ତ ଉଲ୍ଲେଖ କରନ୍ତି; ଲୋକମାନେ ଇସ୍ରାଏଲ ମଧ୍ୟରେ ଏହା ଏକ ପାଳନୀୟ ବିଧି କଲେ; ଆଉ ଦେଖ, ତାହା ବିଳାପ-ସଂହିତାରେ ଲିଖିତ ଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ପୁଣି, ଯିରିମୀୟ ଯୋଶୀୟଙ୍କ ଲାଗି ବିଳାପ କଲେ; ଆଉ ଗାୟକ ଓ ଗାୟିକା ସମସ୍ତେ ଆପଣା ଆପଣା ବିଳାପରେ ଯୋଶୀୟଙ୍କ ବିଷୟ ଆଜି ପର୍ଯ୍ୟନ୍ତ ଉଲ୍ଲେଖ କରନ୍ତି; ଲୋକମାନେ ଇସ୍ରାଏଲ ମଧ୍ୟରେ ଏହା ଏକ ପାଳନୀୟ ବିଧି କଲେ; ଆଉ ଦେଖ, ତାହା ବିଳାପ-ସଂହିତାରେ ଲିଖିତ ଅଛି। Viz kapitolaପବିତ୍ର ବାଇବଲ25 ଯିରିମିୟ ଯୋଶିୟଙ୍କ ନିମନ୍ତେ ସମାଧିକାଳୀନ କେତୋଟି ଗୀତ ଲେଖିଲେ ଓ ତାହାକୁ ଗାନ କଲେ। ଆଜି ପର୍ଯ୍ୟନ୍ତ ପୁରୁଷ ଓ ସ୍ତ୍ରୀ ଗାୟକ ଗାୟିକାମାନେ ସେହି ବିଷାଦପୂର୍ଣ୍ଣ ସଙ୍ଗୀତ ଗାନ କରିଥା’ନ୍ତି। ଇସ୍ରାଏଲର ଲୋକମାନେ ଏହି ପ୍ରକାର ସବୁବେଳେ କଲେ। ସେମାନେ ଯୋଶିୟଙ୍କ ନିମନ୍ତେ ଏକ ବିଷାଦପୂର୍ଣ୍ଣ ସଙ୍ଗୀତ ଗାନ କଲେ। ସେହି ଗୀତଗୁଡ଼ିକ ସମାଧିକାଳୀନ ସଙ୍ଗୀତ ପୁସ୍ତକରେ ଲେଖାଯାଇଅଛି। Viz kapitola |