Online Bible

- Reklamy -




2 ବଂଶାବଳୀ 35:4 - ଓଡିଆ ବାଇବେଲ

4 ପୁଣି, ଇସ୍ରାଏଲର ରାଜା ଦାଉଦଙ୍କର ଲିଖନାନୁସାରେ ଓ ତାଙ୍କର ପୁତ୍ର ଶଲୋମନଙ୍କର ଲିଖନାନୁସାରେ ତୁମ୍ଭେମାନେ ଆପଣା ଆପଣା ପିତୃବଂଶାନୁସାରେ ପାଳି ଅନୁକ୍ରମେ ଆପଣାମାନଙ୍କୁ ପ୍ରସ୍ତୁତ କର।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

4 ପୁଣି, ଇସ୍ରାଏଲର ରାଜା ଦାଉଦଙ୍କର ଲିଖନାନୁସାରେ ଓ ତାଙ୍କର ପୁତ୍ର ଶଲୋମନଙ୍କର ଲିଖନାନୁସାରେ ତୁମ୍ଭେମାନେ ଆପଣା ଆପଣା ପିତୃବଂଶାନୁସାରେ ପାଳି ଅନୁକ୍ରମେ ଆପଣାମାନଙ୍କୁ ପ୍ରସ୍ତୁତ କର।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ଇସ୍ରାଏଲର ରାଜା ଦାଉଦଙ୍କର ଲିଖନାନୁସାରେ ଓ ତାଙ୍କର ପୁତ୍ର ଶଲୋମନଙ୍କର ଲିଖନାନୁସାରେ ତୁମ୍ଭେମାନେ ଆପଣା ଆପଣା ପିତୃବଂଶାନୁସାରେ ପାଳି ଅନୁକ୍ରମେ ଆପଣାମାନଙ୍କୁ ପ୍ରସ୍ତୁତ କର।

Viz kapitola kopírovat

ପବିତ୍ର ବାଇବଲ

4 ତୁମ୍ଭମାନଙ୍କର ପରିବାର ଅନୁଯାୟୀ ମନ୍ଦିରର ସେବାକାର୍ଯ୍ୟ ନିମନ୍ତେ ନିଜକୁ ପ୍ରସ୍ତୁତ କର। ରାଜା ଦାଉଦ ଓ ତାଙ୍କର ପୁତ୍ର ରାଜା ଶଲୋମନ ତୁମ୍ଭମାନଙ୍କୁ ଯେଉଁ କାର୍ଯ୍ୟସବୁ କରିବାକୁ ଦେଇଛନ୍ତି, ତାହା କର।

Viz kapitola kopírovat




2 ବଂଶାବଳୀ 35:4

Následuj nás:

Reklamy


Reklamy