Online Bible

- Reklamy -




2 ବଂଶାବଳୀ 35:7 - ଓଡିଆ ବାଇବେଲ

7 ଏଉତ୍ତାରେ ଯୋଶୀୟ ଲୋକମାନଙ୍କ ସନ୍ତାନଗଣର ଉପସ୍ଥିତ ସମସ୍ତଙ୍କୁ କେବଳ ନିସ୍ତାର ପର୍ବର ବଳି ନିମନ୍ତେ ପଲ ମଧ୍ୟରୁ ତିରିଶ ହଜାର ପର୍ଯ୍ୟନ୍ତ ମେଷଶାବକ ଓ ଛାଗବତ୍ସ ଓ ତିନି ହଜାର ବୃଷ ଦେଲେ; ଏହିସବୁ ରାଜସମ୍ପତ୍ତିରୁ ଦିଆଗଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ଏଉତ୍ତାରେ ଯୋଶୀୟ ଲୋକମାନଙ୍କ ସନ୍ତାନଗଣର ଉପସ୍ଥିତ ସମସ୍ତଙ୍କୁ କେବଳ ନିସ୍ତାର ପର୍ବର ବଳି ନିମନ୍ତେ ପଲ ମଧ୍ୟରୁ ତିରିଶ ହଜାର ପର୍ଯ୍ୟନ୍ତ ମେଷଶାବକ ଓ ଛାଗବତ୍ସ ଓ ତିନି ହଜାର ବୃଷ ଦେଲେ; ଏହିସବୁ ରାଜସମ୍ପତ୍ତିରୁ ଦିଆଗଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏଉତ୍ତାରେ ଯୋଶୀୟ ଲୋକମାନଙ୍କ ସନ୍ତାନଗଣର ଉପସ୍ଥିତ ସମସ୍ତଙ୍କୁ କେବଳ ନିସ୍ତାର ପର୍ବର ବଳି ନିମନ୍ତେ ପଲ ମଧ୍ୟରୁ ତିରିଶ ହଜାର ପର୍ଯ୍ୟନ୍ତ ମେଷଶାବକ ଓ ଛାଗବତ୍ସ ଓ ତିନି ହଜାର ବୃଷ ଦେଲେ; ଏହିସବୁ ରାଜସମ୍ପତ୍ତିରୁ ଦିଆଗଲା।

Viz kapitola kopírovat

ପବିତ୍ର ବାଇବଲ

7 ଯୋଶିୟ ଇସ୍ରାଏଲର ଲୋକମାନଙ୍କୁ 30,000 ମେଷ ଓ ଛାଗ ନିସ୍ତାରପର୍ବ ବଳି ନିମନ୍ତେ ହତ୍ୟା କରିବାକୁ ଦେଲେ। ସେ ଆହୁରି ମଧ୍ୟ ଲୋକମାନଙ୍କୁ 3,000 ପଶୁପଲ ଦେଲେ। ଏହି ସମସ୍ତ ପଶୁ ରାଜା ଯୋଶିୟଙ୍କ ନିଜସ୍ୱ ପଶୁପଲର ଥିଲା।

Viz kapitola kopírovat




2 ବଂଶାବଳୀ 35:7

Následuj nás:

Reklamy


Reklamy