2 ବଂଶାବଳୀ 35:9 - ଓଡିଆ ବାଇବେଲ9 ମଧ୍ୟ କୋନାନୀୟ ଓ ଶମୟୀୟ ଓ ନଥନେଲ ନାମକ ତାହାର ଭାଇମାନେ, ଆଉ ହଶବୀୟ ଓ ଯିୟୀୟେଲ୍ ଓ ଯୋଷାବଦ୍, ଏହି ଲେବୀୟ ପ୍ରଧାନମାନେ ନିସ୍ତାର ପର୍ବର ବଳି ନିମନ୍ତେ ଲେବୀୟମାନଙ୍କୁ ପାଞ୍ଚ ସହସ୍ର ମେଷାଦିର ବତ୍ସ ଓ ପାଞ୍ଚ ଶହ ବୃଷ ଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ମଧ୍ୟ କୋନାନୀୟ ଓ ଶମୟୀୟ ଓ ନଥନେଲ ନାମକ ତାହାର ଭାଇମାନେ, ଆଉ ହଶବୀୟ ଓ ଯିୟୀୟେଲ୍ ଓ ଯୋଷାବଦ୍, ଏହି ଲେବୀୟ ପ୍ରଧାନମାନେ ନିସ୍ତାର ପର୍ବର ବଳି ନିମନ୍ତେ ଲେବୀୟମାନଙ୍କୁ ପାଞ୍ଚ ସହସ୍ର ମେଷାଦିର ବତ୍ସ ଓ ପାଞ୍ଚ ଶହ ବୃଷ ଦେଲେ। Viz kapitolaପବିତ୍ର ବାଇବଲ9 ଆହୁରି ମଧ୍ୟ କନାନିୟ, ତାଙ୍କ ଭାଇ ଶମୟିୟ, ନଥନେଲ୍ଙ୍କ ହଶବିୟ, ଯିୟୂୟେଲ ଓ ଯୋଷାବଦ୍ ସହିତ 500 ମେଷ ଓ ଛାଗ ଏବଂ 500 ବଳଦ ନିସ୍ତାରପର୍ବ ନିମନ୍ତେ ଲେବୀୟମାନଙ୍କୁ ଦେଲେ। ସେହି ଲୋକମାନେ ଲେବୀୟମାନଙ୍କର ନେତାଗଣ ଥିଲେ। Viz kapitola |