Online Bible

- Reklamy -




2 ବଂଶାବଳୀ 36:17 - ଓଡିଆ ବାଇବେଲ

17 ଏନିମନ୍ତେ ସେ କଲ୍‍ଦୀୟମାନଙ୍କ ରାଜାକୁ ସେମାନଙ୍କ ପ୍ରତିକୂଳରେ ଆଣନ୍ତେ, ସେ ସେମାନଙ୍କ ଯୁବାମାନଙ୍କୁ ସେମାନଙ୍କ ଧର୍ମଧାମରେ ଖଡ୍ଗ ଦ୍ୱାରା ବଧ କଲା, ପୁଣି ଯୁବା କି ଯୁବତୀ, ବୃଦ୍ଧ କି ଜରାଜୀର୍ଣ୍ଣ, କାହାରିକୁ ଦୟା କଲା ନାହିଁ; ପରମେଶ୍ୱର ତାହା ହସ୍ତରେ ସମସ୍ତଙ୍କୁ ସମର୍ପି ଦେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ଏନିମନ୍ତେ ସେ କଲଦୀୟମାନଙ୍କ ରାଜାକୁ ସେମାନଙ୍କ ପ୍ରତିକୂଳରେ ଆଣନ୍ତେ, ସେ ସେମାନଙ୍କ ଯୁବାମାନଙ୍କୁ ସେମାନଙ୍କ ଧର୍ମଧାମରେ ଖଡ଼୍‍ଗ ଦ୍ଵାରା ବଧ କଲା, ପୁଣି ଯୁବା କି ଯୁବତୀ, ବୃଦ୍ଧ କି ଜରାଜୀର୍ଣ୍ଣ, କାହାରିକି ଦୟା କଲା ନାହିଁ; ପରମେଶ୍ଵର ତାହା ହସ୍ତରେ ସମସ୍ତଙ୍କୁ ସମର୍ପି ଦେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଏନିମନ୍ତେ ସେ କଲ୍‍ଦୀୟମାନଙ୍କ ରାଜାକୁ ସେମାନଙ୍କ ପ୍ରତିକୂଳରେ ଆଣନ୍ତେ, ସେ ସେମାନଙ୍କ ଯୁବାମାନଙ୍କୁ ସେମାନଙ୍କ ଧର୍ମଧାମରେ ଖଡ୍ଗ ଦ୍ୱାରା ବଧ କଲା, ପୁଣି ଯୁବା କି ଯୁବତୀ, ବୃଦ୍ଧ କି ଜରାଜୀର୍ଣ୍ଣ, କାହାରିକୁ ଦୟା କଲା ନାହିଁ; ପରମେଶ୍ୱର ତାହା ହସ୍ତରେ ସମସ୍ତଙ୍କୁ ସମର୍ପି ଦେଲେ।

Viz kapitola kopírovat

ପବିତ୍ର ବାଇବଲ

17 ତେଣୁ ପରମେଶ୍ୱର ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ ଆକ୍ରମଣ କରିବା ନିମନ୍ତେ ବାବିଲର ରାଜାକୁ ଆଣିଲେ। ଯୁବା ଲୋକମାନେ ମନ୍ଦିର ମଧ୍ୟରେ ଥିଲେ ସୁଦ୍ଧା, ବାବିଲର ରାଜା ସେମାନଙ୍କୁ ହତ୍ୟା କଲେ। ସେ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ କିଛି ଦୟା କଲେ ନାହିଁ। ବାବିଲର ରାଜା ଉଭୟ ଯୁବା ଓ ବୃଦ୍ଧ ଲୋକମାନଙ୍କୁ ହତ୍ୟା କଲେ। ସେ ପୁରୁଷ ଓ ସ୍ତ୍ରୀଙ୍କୁ ହତ୍ୟା କଲେ। ସେ ରୋଗୀ ଓ ସୁସ୍ଥ ଲୋକଙ୍କୁ ହତ୍ୟା କଲେ, ପରମେଶ୍ୱର ଯିହୁଦା ଓ ଯିରୁଶାଲମର ଲୋକମାନଙ୍କ ଉପରେ ନବୂଖ‌ଦ୍‌ନିତ୍ସରଙ୍କୁ ବିଜୟୀ କଲେ।

Viz kapitola kopírovat




2 ବଂଶାବଳୀ 36:17

Následuj nás:

Reklamy


Reklamy