2 ବଂଶାବଳୀ 36:23 - ଓଡିଆ ବାଇବେଲ23 ପାରସ୍ୟର ରାଜା କୋରସ୍ ଏହା କହନ୍ତି, “ସଦାପ୍ରଭୁ ସ୍ୱର୍ଗର ପରମେଶ୍ୱର ପୃଥିବୀର ସମସ୍ତ ରାଜ୍ୟ ଆମ୍ଭକୁ ପ୍ରଦାନ କରିଅଛନ୍ତି; ଆଉ, ସେ ଯିହୁଦା ଦେଶସ୍ଥ ଯିରୂଶାଲମରେ ତାହାଙ୍କ ପାଇଁ ଏକ ଗୃହ ନିର୍ମାଣ କରିବାକୁ, ଆମ୍ଭକୁ ଆଜ୍ଞା କରିଅଛନ୍ତି। ତାହାଙ୍କର ସମଗ୍ର ଲୋକଙ୍କ ମଧ୍ୟରେ ତୁମ୍ଭମାନଙ୍କର ଯେକେହି ହେଉ, ସଦାପ୍ରଭୁ ତାହାର ପରମେଶ୍ୱର ତାହାର ସହବର୍ତ୍ତୀ ହେଉନ୍ତୁ ଓ ସେ ଯାତ୍ରା କରୁ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ପାରସ୍ୟର ରାଜା କୋରସ୍ ଏହା କହନ୍ତି, ସଦାପ୍ରଭୁ ସ୍ଵର୍ଗର ପରମେଶ୍ଵର ପୃଥିବୀର ସମସ୍ତ ରାଜ୍ୟ ଆମ୍ଭକୁ ପ୍ରଦାନ କରିଅଛନ୍ତି; ଆଉ, ସେ ଯିହୁଦା ଦେଶସ୍ଥ ଯିରୂଶାଲମରେ ତାହାଙ୍କ ପାଇଁ ଏକ ଗୃହ ନିର୍ମାଣ କରିବାକୁ, ଆମ୍ଭକୁ ଆଜ୍ଞା କରିଅଛନ୍ତି। ତାହାଙ୍କର ସମଗ୍ର ଲୋକଙ୍କ ମଧ୍ୟରେ ତୁମ୍ଭମାନଙ୍କର ଯେକେହି ହେଉ, ସଦାପ୍ରଭୁ ତାହାର ପରମେଶ୍ଵର ତାହାର ସହବର୍ତ୍ତୀ ହେଉନ୍ତୁ ଓ ସେ ଯାତ୍ରା କରୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 “ପାରସ୍ୟର ରାଜା କୋରସ୍ ଏହା କହନ୍ତି, ‘ସଦାପ୍ରଭୁ ସ୍ୱର୍ଗର ପରମେଶ୍ୱର ପୃଥିବୀର ସମସ୍ତ ରାଜ୍ୟ ଆମ୍ଭକୁ ପ୍ରଦାନ କରିଅଛନ୍ତି; ଆଉ, ସେ ଯିହୁଦା ଦେଶସ୍ଥ ଯିରୂଶାଲମରେ ତାହାଙ୍କ ପାଇଁ ଏକ ଗୃହ ନିର୍ମାଣ କରିବାକୁ, ଆମ୍ଭକୁ ଆଜ୍ଞା କରିଅଛନ୍ତି। ତାହାଙ୍କର ସମଗ୍ର ଲୋକଙ୍କ ମଧ୍ୟରେ ତୁମ୍ଭମାନଙ୍କର ଯେକେହି ହେଉ, ସଦାପ୍ରଭୁ ତାହାର ପରମେଶ୍ୱର ତାହାର ସହବର୍ତ୍ତୀ ହେଉନ୍ତୁ ଓ ସେ ଯାତ୍ରା କରୁ।’” Viz kapitolaପବିତ୍ର ବାଇବଲ23 ପାରସ୍ୟର ରାଜା କୋରସ୍ କହନ୍ତି, ସଦାପ୍ରଭୁ, ସ୍ୱର୍ଗର ପରମେଶ୍ୱର, ମୋତେ ସାରା ପୃଥିବୀ ଉପରେ ରାଜା କରିଛନ୍ତି। ସେ ମୋତେ ଯିହୁଦାସ୍ଥିତ ଯିରୁଶାଲମ ନିମନ୍ତେ ଏକ ମନ୍ଦିର ନିର୍ମାଣ କରିବାର ଦାୟିତ୍ୱ ଦେଇଅଛନ୍ତି। ବର୍ତ୍ତମାନ, ତୁମ୍ଭେ ଯେଉଁମାନେ ପରମେଶ୍ୱରଙ୍କ ଲୋକ ଅଟ, ଯିରୁଶାଲମକୁ ଫେରି ଯିବା ନିମନ୍ତେ ସ୍ୱାଧୀନ ଅଟ ଏବଂ ସଦାପ୍ରଭୁ ପରମେଶ୍ୱର ତୁମ୍ଭ ପ୍ରତ୍ୟେକଙ୍କ ସହିତରେ ରୁହନ୍ତୁ। Viz kapitola |