2 ବଂଶାବଳୀ 36:4 - ଓଡିଆ ବାଇବେଲ4 ଆହୁରି, ମିସରର ରାଜା ତାଙ୍କର ଭ୍ରାତା ଇଲିୟାକୀମ୍ଙ୍କୁ ଯିହୁଦା ଓ ଯିରୂଶାଲମ ଉପରେ ରାଜା କଲା ଓ ତାଙ୍କର ନାମ ବଦଳାଇ ଯିହୋୟାକୀମ୍ ରଖିଲା, ପୁଣି ନଖୋ ତାଙ୍କର ଭ୍ରାତା ଯିହୋୟାହସ୍ଙ୍କୁ ଧରି ମିସରକୁ ନେଇଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଆହୁରି, ମିସରର ରାଜା ତାଙ୍କର ଭ୍ରାତା ଇଲୀୟାକୀମ୍ଙ୍କୁ ଯିହୁଦା ଓ ଯିରୂଶାଲମ ଉପରେ ରାଜା କଲା ଓ ତାଙ୍କର ନାମ ବଦଳାଇ ଯିହୋୟାକୀମ୍ ରଖିଲା, ପୁଣି ନଖୋ ତାଙ୍କର ଭ୍ରାତା ଯିହୋୟାହସ୍ଙ୍କୁ ଧରି ମିସରକୁ ନେଇଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆହୁରି, ମିସରର ରାଜା ତାଙ୍କର ଭ୍ରାତା ଇଲିୟାକୀମ୍ଙ୍କୁ ଯିହୁଦା ଓ ଯିରୂଶାଲମ ଉପରେ ରାଜା କଲା ଓ ତାଙ୍କର ନାମ ବଦଳାଇ ଯିହୋୟାକୀମ୍ ରଖିଲା, ପୁଣି ନଖୋ ତାଙ୍କର ଭ୍ରାତା ଯିହୋୟାହସ୍ଙ୍କୁ ଧରି ମିସରକୁ ନେଇଗଲା। Viz kapitolaପବିତ୍ର ବାଇବଲ4 ମିଶରର ରାଜା ଯିହୋୟାହସଙ୍କ ଭ୍ରାତା ଇଲୀୟାକୀମଙ୍କୁ ଯିହୁଦା ଓ ଯିରୁଶାଲମର ନୂତନ ରାଜା କଲେ। ଏହା ପରେ ମିଶରର ରାଜା ଇଲୀୟାକୀମ୍ଙ୍କର ନାମକୁ ପରିବର୍ତ୍ତନ କରି ଯିହୋୟାକୀମ୍ ଦେଲେ। କିନ୍ତୁ ନଖୋ ଯିହୋୟାକୀମ୍ର ଭାଇ ଯିହୋୟାହସଙ୍କୁ ମିଶରକୁ ନେଇଗଲେ। Viz kapitola |