2 ବଂଶାବଳୀ 36:6 - ଓଡିଆ ବାଇବେଲ6 ତାଙ୍କ ବିରୁଦ୍ଧରେ ବାବିଲର ରାଜା ନବୂଖଦ୍ନିତ୍ସର ଆସି ବାବିଲକୁ ନେଇ ଯିବା ନିମନ୍ତେ ତାଙ୍କୁ ଶିକୁଳିରେ ବାନ୍ଧିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)6 ତାଙ୍କ ବିରୁଦ୍ଧରେ ବାବିଲର ରାଜା ନବୂଖଦ୍ନିତ୍ସର ଆସି ବାବିଲକୁ ନେଇ ଯିବା ନିମନ୍ତେ ତାଙ୍କୁ ଶିକୁଳିରେ ବାନ୍ଧିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତାଙ୍କ ବିରୁଦ୍ଧରେ ବାବିଲର ରାଜା ନବୂଖଦ୍ନିତ୍ସର ଆସି ବାବିଲକୁ ନେଇଯିବା ନିମନ୍ତେ ତାଙ୍କୁ ଶିକୁଳିରେ ବାନ୍ଧିଲା। Viz kapitolaପବିତ୍ର ବାଇବଲ6 ବାବିଲର ରାଜା ନବୂଖଦ୍ନିତ୍ସର ଯିହୁଦାକୁ ଆକ୍ରମଣ କଲେ। ସେ ଯିହୋୟାକୀମଙ୍କୁ ବନ୍ଦୀ କରି ନେଲେ ଓ ତାଙ୍କ ଉପରେ ପିତ୍ତଳର ଜଞ୍ଜିର ପକାଇଲେ। ଏହା ପରେ ନବୂଖଦ୍ନିତ୍ସର ରାଜା ଯିହୋୟାକୀମଙ୍କୁ ବାବିଲକୁ ନେଇଗଲେ। Viz kapitola |