2 ବଂଶାବଳୀ 4:22 - ଓଡିଆ ବାଇବେଲ22 ଆଉ କତୁରୀ ଓ କୁଣ୍ଡ ଓ ଚାମଚ ଓ ଅଙ୍ଗାରଧାନୀଗୁଡିକ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ; ପୁଣି ଗୃହର ପ୍ରବେଶାର୍ଥକ ମହାପବିତ୍ର ସ୍ଥାନର ଭିତର ଦ୍ୱାର ଓ ଗୃହର, ଅର୍ଥାତ୍, ମନ୍ଦିରର ଦ୍ୱାରସବୁ ସୁବର୍ଣ୍ଣର ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)22 ଆଉ କତୁରୀ ଓ କୁଣ୍ତ ଓ ଚମସ ଓ ଅଙ୍ଗାରଧାନୀ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ; ପୁଣି ଗୃହର ପ୍ରବେଶାର୍ଥକ ମହାପବିତ୍ର ସ୍ଥାନର ଭିତର ଦ୍ଵାର ଓ ଗୃହର, ଅର୍ଥାତ୍, ମନ୍ଦିରର ଦ୍ଵାରସବୁ ସୁବର୍ଣ୍ଣର ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଆଉ କତୁରୀ ଓ କୁଣ୍ଡ ଓ ଚାମଚ ଓ ଅଙ୍ଗାରଧାନୀଗୁଡ଼ିକ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ; ପୁଣି ଗୃହର ପ୍ରବେଶାର୍ଥକ ମହାପବିତ୍ର ସ୍ଥାନର ଭିତର ଦ୍ୱାର ଓ ଗୃହର, ଅର୍ଥାତ୍, ମନ୍ଦିରର ଦ୍ୱାରସବୁ ସୁବର୍ଣ୍ଣର ଥିଲା। Viz kapitolaପବିତ୍ର ବାଇବଲ22 ଆଉ କତୁରୀ, କୁଣ୍ଡ, ପାତ୍ର ଏବଂ ଧୂପଦାନୀସବୁ ଶଲୋମନ ଶୁଦ୍ଧ ସୁନାରେ ତିଆରି କଲେ। ମନ୍ଦିରର ଦ୍ୱାରସବୁ, ମହାପବିତ୍ର ସ୍ଥଳର ଭିତର ଦ୍ୱାରସବୁ ଏବଂ ମୁଖ୍ୟ ଗୃହର ଦ୍ୱାରସବୁ ଶଲୋମନ ସୁନାରେ ତିଆରି କଲେ। Viz kapitola |