Online Bible

- Reklamy -




2 ବଂଶାବଳୀ 4:5 - ଓଡିଆ ବାଇବେଲ

5 ସେହି ପାତ୍ର ଚାରି ଅଙ୍ଗୁଳି ମୋଟ; ତହିଁର ଫନ୍ଦ ତାଟିଆର ଫନ୍ଦ ପରି ନିର୍ମିତ; କଇଁଫୁଲ ତୁଲ୍ୟ ଥିଲା; ତାହା ତିନି ହଜାର ମହଣ ଧରିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 ସେହି ପାତ୍ର ଚାରି ଅଙ୍ଗୁଳି ମୋଟ; ତହିଁର ଫନ୍ଦ ତାଟିଆର ଫନ୍ଦ ପରି ନିର୍ମିତ; ଶୋଷଣ-ପୁଷ୍ପ ତୁଲ୍ୟ ଥିଲା; ତାହା ତିନି ହଜାର ମହଣ ଧରିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେହି ପାତ୍ର ଚାରି ଅଙ୍ଗୁଳି ମୋଟ; ତହିଁର ଫନ୍ଦ ତାଟିଆର ଫନ୍ଦ ପରି ନିର୍ମିତ; କଇଁଫୁଲ ତୁଲ୍ୟ ଥିଲା; ତାହା ତିନି ହଜାର ମହଣ ଧରିଲା।

Viz kapitola kopírovat

ପବିତ୍ର ବାଇବଲ

5 ଏହି ବୃହତ୍ ପିତ୍ତଳ କୁଣ୍ଡଟି 3,000 ମହଣ ମୋଟେଇ ବିଶିଷ୍ଟ ଥିଲା। ବୃହତ୍ କୁଣ୍ଡର ଧାରଗୁଡ଼ିକ କପର ଧାରପରି ଥିଲା। ତାହାର ଧାର କଇଁ ଫୁଲଭଳି ଦେଖାଯାଉଥିଲା। ଏହା ଅଣସ୍ତରି କିଲୋଲିଟର ପାଣି ଧରି ରଖିପାରୁଥିଲା।

Viz kapitola kopírovat




2 ବଂଶାବଳୀ 4:5

Následuj nás:

Reklamy


Reklamy