Online Bible

- Reklamy -




2 ବଂଶାବଳୀ 4:9 - ଓଡିଆ ବାଇବେଲ

9 ଆହୁରି ସେ ଯାଜକମାନଙ୍କର ପ୍ରାଙ୍ଗଣ ଓ ବୃହତ୍ ପ୍ରାଙ୍ଗଣ ଓ ପ୍ରାଙ୍ଗଣ-ଦ୍ୱାର ନିର୍ମାଣ କଲେ, ଆଉ ତହିଁର କବାଟସବୁ ପିତ୍ତଳରେ ମଡ଼ାଇଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ଆହୁରି ସେ ଯାଜକମାନଙ୍କର ପ୍ରାଙ୍ଗଣ ଓ ବୃହତ ପ୍ରାଙ୍ଗଣ ଓ ପ୍ରାଙ୍ଗଣ-ଦ୍ଵାର ନିର୍ମାଣ କଲେ, ଆଉ ତହିଁର କବାଟସବୁ ପିତ୍ତଳରେ ମଡ଼ାଇଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଆହୁରି ସେ ଯାଜକମାନଙ୍କର ପ୍ରାଙ୍ଗଣ ଓ ବୃହତ ପ୍ରାଙ୍ଗଣ ଓ ପ୍ରାଙ୍ଗଣ-ଦ୍ୱାର ନିର୍ମାଣ କଲେ, ଆଉ ତହିଁର କବାଟସବୁ ପିତ୍ତଳରେ ମଡ଼ାଇଲେ।

Viz kapitola kopírovat

ପବିତ୍ର ବାଇବଲ

9 ଶଲୋମନ ଯାଜକମାନଙ୍କ ପାଇଁ ବୃହତ୍ ପ୍ରାଙ୍ଗଣ ନିର୍ମାଣ କଲେ। ସେ ବୃହତ୍ ପ୍ରାଙ୍ଗଣ ନିମନ୍ତେ ଦ୍ୱାର ନିର୍ମାଣ କଲେ ଏବଂ ସେଗୁଡ଼ିକୁ ପିତ୍ତଳରେ ଆଚ୍ଛାଦନ କଲେ।

Viz kapitola kopírovat




2 ବଂଶାବଳୀ 4:9

Následuj nás:

Reklamy


Reklamy