Online Bible

- Reklamy -




2 ବଂଶାବଳୀ 5:1 - ଓଡିଆ ବାଇବେଲ

1 ଏହିରୂପେ ସଦାପ୍ରଭୁଙ୍କ ଗୃହ ନିମନ୍ତେ ଶଲୋମନଙ୍କର କୃତ ସମସ୍ତ କାର୍ଯ୍ୟ ସମାପ୍ତ ହେଲା। ପୁଣି ଶଲୋମନ ଆପଣା ପିତା ଦାଉଦଙ୍କର ପବିତ୍ରୀକୃତ ଦ୍ରବ୍ୟସବୁ, ଅର୍ଥାତ୍‍, ରୂପା, ସୁନା ଓ ସମସ୍ତ ସାମଗ୍ରୀ ଭିତରକୁ ଆଣି ପରମେଶ୍ୱରଙ୍କ ଗୃହର ଭଣ୍ଡାରରେ ରଖିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

1 ଏହିରୂପେ ସଦାପ୍ରଭୁଙ୍କ ଗୃହ ନିମନ୍ତେ ଶଲୋମନଙ୍କର କୃତ ସମସ୍ତ କାର୍ଯ୍ୟ ସମାପ୍ତ ହେଲା। ପୁଣି ଶଲୋମନ ଆପଣା ପିତା ଦାଉଦଙ୍କର ପବିତ୍ରୀକୃତ ଦ୍ରବ୍ୟସବୁ, ଅର୍ଥାତ୍, ରୂପା ଓ ସୁନା ଓ ସମସ୍ତ ସାମଗ୍ରୀ ଭିତରକୁ ଆଣି ପରମେଶ୍ଵରଙ୍କ ଗୃହର ଭଣ୍ତାରରେ ରଖିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏହିରୂପେ ସଦାପ୍ରଭୁଙ୍କ ଗୃହ ନିମନ୍ତେ ଶଲୋମନଙ୍କର କୃତ ସମସ୍ତ କାର୍ଯ୍ୟ ସମାପ୍ତ ହେଲା। ପୁଣି ଶଲୋମନ ଆପଣା ପିତା ଦାଉଦଙ୍କର ପବିତ୍ରୀକୃତ ଦ୍ରବ୍ୟସବୁ, ଅର୍ଥାତ୍‍, ରୂପା, ସୁନା ଓ ସମସ୍ତ ସାମଗ୍ରୀ ଭିତରକୁ ଆଣି ପରମେଶ୍ୱରଙ୍କ ଗୃହର ଭଣ୍ଡାରରେ ରଖିଲେ।

Viz kapitola kopírovat

ପବିତ୍ର ବାଇବଲ

1 ଏହା ପରେ ଶଲୋମନଙ୍କ ଦ୍ୱାରା ମନ୍ଦିର ନିର୍ମାଣ କାର୍ଯ୍ୟ ସମାପ୍ତ ହେଲା। ଶଲୋମନଙ୍କ ବାପା ଦାଉଦ ମନ୍ଦିର ନିମନ୍ତେ ଆଣିଥିବା ପ୍ରତ୍ୟେକ ବିଷୟ ସେ ବ୍ୟବହାର କଲେ। ପ୍ରତ୍ୟେକ ଆସବାବପତ୍ର ଏବଂ ରୂପା ଓ ସୁନାରେ ନିର୍ମିତ ପ୍ରତ୍ୟେକ ବସ୍ତ୍ର ଶଲୋମନ ଆଣିଲେ। ଏହି ସମସ୍ତ ଜିନିଷ ଶଲୋମନ ଆଣି ପରମେଶ୍ୱରଙ୍କ ମନ୍ଦିରର ଭଣ୍ଡାର ଗୃହରେ ରଖିଲେ।

Viz kapitola kopírovat




2 ବଂଶାବଳୀ 5:1

Následuj nás:

Reklamy


Reklamy