2 ବଂଶାବଳୀ 6:11 - ଓଡିଆ ବାଇବେଲ11 ଆଉ ମୁଁ ତହିଁରେ ଇସ୍ରାଏଲ ସନ୍ତାନଗଣ ସହିତ ସଦାପ୍ରଭୁଙ୍କ କୃତ ନିୟମର ଆଧାର-ସିନ୍ଦୁକ ସ୍ଥାପନ କରିଅଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)11 ଆଉ ମୁଁ ତହିଁରେ ଇସ୍ରାଏଲ-ସନ୍ତାନଗଣ ସହିତ ସଦାପ୍ରଭୁଙ୍କ କୃତ ନିୟମର ଆଧାର-ସିନ୍ଦୁକ ସ୍ଥାପନ କରିଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆଉ ମୁଁ ତହିଁରେ ଇସ୍ରାଏଲ-ସନ୍ତାନଗଣ ସହିତ ସଦାପ୍ରଭୁଙ୍କ କୃତ ନିୟମର ଆଧାର-ସିନ୍ଦୁକ ସ୍ଥାପନ କରିଅଛି।” Viz kapitolaପବିତ୍ର ବାଇବଲ11 ସଦାପ୍ରଭୁ ଇସ୍ରାଏଲ ଲୋକମାନଙ୍କ ସହିତ କରିଥିବା ବିଶେଷ ଚୁକ୍ତିର ପ୍ରତିନିଧିତ୍ୱ କରୁଥିବା ସିନ୍ଦୁକକୁ ମୁଁ ମନ୍ଦିରରେ ରଖିଅଛି।” Viz kapitola |