Online Bible

- Reklamy -




2 ବଂଶାବଳୀ 6:23 - ଓଡିଆ ବାଇବେଲ

23 ତେବେ ତୁମ୍ଭେ ସ୍ୱର୍ଗରୁ ତାହା ଶୁଣି ନିଷ୍ପତ୍ତି କର ଓ ଆପଣା ଦାସମାନଙ୍କର ବିଚାର କରି ଦୋଷୀର କର୍ମଫଳ ତାହାର ନିଜ ମସ୍ତକରେ ବର୍ତ୍ତାଇବା ପାଇଁ ଦୋଷୀକୁ ପ୍ରତିଫଳ ଦିଅ; ପୁଣି ଧାର୍ମିକକୁ ତାହାର ଧାର୍ମିକତା ପ୍ରମାଣେ ଫଳ ଦେବା ପାଇଁ ଧାର୍ମିକ କର।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 ତେବେ ତୁମ୍ଭେ ସ୍ଵର୍ଗରୁ ତାହା ଶୁଣି ନିଷ୍ପତ୍ତି କର ଓ ଆପଣା ଦାସମାନଙ୍କର ବିଚାର କରି ଦୋଷୀର କର୍ମଫଳ ତାହାର ନିଜ ମସ୍ତକରେ ବର୍ତ୍ତାଇବା ପାଇଁ ଦୋଷୀକି ପ୍ରତିଫଳ ଦିଅ; ପୁଣି ଧାର୍ମିକକୁ ତାହାର ଧାର୍ମିକତା ପ୍ରମାଣେ ଫଳ ଦେବା ପାଇଁ ଧାର୍ମିକ କର।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ତେବେ ତୁମ୍ଭେ ସ୍ୱର୍ଗରୁ ତାହା ଶୁଣି ନିଷ୍ପତ୍ତି କର ଓ ଆପଣା ଦାସମାନଙ୍କର ବିଚାର କରି ଦୋଷୀର କର୍ମଫଳ ତାହାର ନିଜ ମସ୍ତକରେ ବର୍ତ୍ତାଇବା ପାଇଁ ଦୋଷୀକୁ ପ୍ରତିଫଳ ଦିଅ; ପୁଣି ଧାର୍ମିକକୁ ତାହାର ଧାର୍ମିକତା ପ୍ରମାଣେ ଫଳ ଦେବା ପାଇଁ ଧାର୍ମିକ କର।

Viz kapitola kopírovat

ପବିତ୍ର ବାଇବଲ

23 ସେତେବେଳେ ତୁମ୍ଭେ ସ୍ୱର୍ଗରୁ ତାହା ଶୁଣ। ତୁମ୍ଭର ଦାସମାନଙ୍କର ବିଗ୍ଭର କର ଓ କାର୍ଯ୍ୟ କର। ଦୁଷ୍ଟ ବ୍ୟକ୍ତିକୁ ଦଣ୍ଡିତ କର ଓ ସେ ଅନ୍ୟ ଲୋକମାନଙ୍କୁ ଯେଉଁ ବିଷୟ ଦ୍ୱାରା କଷ୍ଟ ଭୋଗ କରାଇଛି, ତାକୁ ସେହି ବିଷୟ ଦ୍ୱାରା କଷ୍ଟ ଭୋଗ କରାଅ। କିନ୍ତୁ ଯଦି ଜଣେ ବ୍ୟକ୍ତି ନିର୍ଦ୍ଦୋଷ, ତୁମ୍ଭେ ତାକୁ ନିର୍ଦ୍ଦୋଷ ବୋଲି ପ୍ରମାଣ କର।

Viz kapitola kopírovat




2 ବଂଶାବଳୀ 6:23

Následuj nás:

Reklamy


Reklamy