Online Bible

- Reklamy -




2 ବଂଶାବଳୀ 6:28 - ଓଡିଆ ବାଇବେଲ

28 ଯଦି ଦେଶରେ ଦୁର୍ଭିକ୍ଷ ହୁଏ, କିମ୍ବା ମହାମାରୀ ହୁଏ, ଶସ୍ୟର ଶୋଷ କି ମ୍ଳାନି, କିଅବା ପଙ୍ଗପାଳ ବା କୀଟ ହୁଏ; କିମ୍ବା ଯଦି ସେମାନଙ୍କ ଶତ୍ରୁଗଣ ସେମାନଙ୍କ ଦେଶସ୍ଥ ନଗର ସମୂହରେ ସେମାନଙ୍କୁ ଅବରୋଧ କରନ୍ତି; କୌଣସି ମାରୀ କି କୌଣସି ରୋଗ ଘଟେ;

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

28 ଯେବେ ଦେଶରେ ଦୁର୍ଭିକ୍ଷ ହୁଏ, ଯେବେ ମହାମାରୀ ହୁଏ, ଯେବେ ଶସ୍ୟର ଶୋଷ କି ମ୍ଳାନି, ପଙ୍ଗପାଳ ବା କୀଟ ହୁଏ; ଯେବେ ସେମାନଙ୍କ ଶତ୍ରୁଗଣ ସେମାନଙ୍କ ଦେଶସ୍ଥ ନଗରସମୂହରେ ସେମାନଙ୍କୁ ଅବରୋଧ କରନ୍ତି; କୌଣସି ମାରୀ କି କୌଣସି ରୋଗ ଘଟେ;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଯଦି ଦେଶରେ ଦୁର୍ଭିକ୍ଷ ହୁଏ, କିମ୍ବା ମହାମାରୀ ହୁଏ, ଶସ୍ୟର ଶୋଷ କି ମ୍ଳାନି, କିଅବା ପଙ୍ଗପାଳ ବା କୀଟ ହୁଏ; କିମ୍ବା ଯଦି ସେମାନଙ୍କ ଶତ୍ରୁଗଣ ସେମାନଙ୍କ ଦେଶସ୍ଥ ନଗରସମୂହରେ ସେମାନଙ୍କୁ ଅବରୋଧ କରନ୍ତି; କୌଣସି ମାରୀ କି କୌଣସି ରୋଗ ଘଟେ;

Viz kapitola kopírovat

ପବିତ୍ର ବାଇବଲ

28 “ଦେଶରେ ହୁଏତ ଦୁର୍ଭିକ୍ଷ ପଡ଼ିପାରେ, କିଅବା ଭୟଙ୍କର ରୋଗ ସବୁ ହୋଇପାରେ, ଅବା ଶସ୍ୟସବୁ ରୋଗଗ୍ରସ୍ତ ହୋଇପାରେ, ଅଥବା ଫିମ୍ପି, କିଅବା ପଙ୍ଗପାଳ, ନତୁବା ଝିଣ୍ଟିକା କିଅବା ଶତ୍ରୁମାନେ ଯଦି ଇସ୍ରାଏଲର ଲୋକମାନଙ୍କୁ ସେମାନଙ୍କ ନଗର ମଧ୍ୟରେ ଆକ୍ରମଣ କରନ୍ତି, କିଅବା ଯଦି ଇସ୍ରାଏଲରେ କୌଣସି ପ୍ରକାରର ରୋଗ ଦେଖାଯାଏ,

Viz kapitola kopírovat




2 ବଂଶାବଳୀ 6:28

Následuj nás:

Reklamy


Reklamy