2 ବଂଶାବଳୀ 6:33 - ଓଡିଆ ବାଇବେଲ33 ତେବେ ତୁମ୍ଭେ ଆପଣା ନିବାସ-ସ୍ଥାନ ସ୍ୱର୍ଗରୁ ତାହା ଶୁଣ ଓ ସେ ବିଦେଶୀ ତୁମ୍ଭ ନିକଟରେ ଯାହା ଯାହା ପ୍ରାର୍ଥନା କରେ, ତଦନୁସାରେ ତାହା ପ୍ରତି କର; ତହିଁରେ ତୁମ୍ଭ ଇସ୍ରାଏଲ ଲୋକ ତୁଲ୍ୟ ତୁମ୍ଭଙ୍କୁ ଭୟ କରିବା ପାଇଁ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ତୁମ୍ଭ ନାମ ଜ୍ଞାତ ହେବେ ଓ ଆମ୍ଭ ନିର୍ମିତ ଏହି ଗୃହ ତୁମ୍ଭ ନାମରେ ଖ୍ୟାତ ବୋଲି ଜାଣିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)33 ତେବେ ତୁମ୍ଭେ ଆପଣା ନିବାସ-ସ୍ଥାନ ସ୍ଵର୍ଗରୁ ତାହା ଶୁଣ ଓ ସେ ବିଦେଶୀ ତୁମ୍ଭ ନିକଟରେ ଯାହା ଯାହା ପ୍ରାର୍ଥନା କରେ, ତଦନୁସାରେ ତାହା ପ୍ରତି କର; ତହିଁରେ ତୁମ୍ଭ ଇସ୍ରାଏଲ ଲୋକ ତୁଲ୍ୟ ତୁମ୍ଭଙ୍କୁ ଭୟ କରିବା ପାଇଁ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ତୁମ୍ଭ ନାମ ଜ୍ଞାତ ହେବେ ଓ ଆମ୍ଭ ନିର୍ମିତ ଏହି ଗୃହ ତୁମ୍ଭ ନାମରେ ଖ୍ୟାତ ବୋଲି ଜାଣିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ତେବେ ତୁମ୍ଭେ ଆପଣା ନିବାସ ସ୍ଥାନ ସ୍ୱର୍ଗରୁ ତାହା ଶୁଣ ଓ ସେ ବିଦେଶୀ ତୁମ୍ଭ ନିକଟରେ ଯାହା ଯାହା ପ୍ରାର୍ଥନା କରେ, ତଦନୁସାରେ ତାହା ପ୍ରତି କର; ତହିଁରେ ତୁମ୍ଭ ଇସ୍ରାଏଲ ଲୋକ ତୁଲ୍ୟ ତୁମ୍ଭଙ୍କୁ ଭୟ କରିବା ପାଇଁ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ତୁମ୍ଭ ନାମ ଜ୍ଞାତ ହେବେ ଓ ଆମ୍ଭ ନିର୍ମିତ ଏହି ଗୃହ ତୁମ୍ଭ ନାମରେ ଖ୍ୟାତ ବୋଲି ଜାଣିବେ। Viz kapitolaପବିତ୍ର ବାଇବଲ33 ତେବେ ତୁମ୍ଭେ ଯେଉଁ ସ୍ୱର୍ଗରେ ବାସ କର, ସେଠାରେ ଥାଇ, ସେହି ବିଦେଶୀ ବ୍ୟକ୍ତିର କଥା ଶୁଣ ଓ ତାହାର ପ୍ରାର୍ଥନାରେ ଉତ୍ତର ଦିଅ। ତେବେ ତୁମ୍ଭର ଲୋକ ଇସ୍ରାଏଲ ଯେପରି ତୁମ୍ଭକୁ ସମ୍ମାନ କରନ୍ତି, ସେହିପରି ସାରା ପୃଥିବୀର ଲୋକମାନେ ତୁମ୍ଭର ନାମକୁ ଜାଣିବେ, ଓ ତୁମ୍ଭକୁ ସମ୍ମାନ କରିବେ। ଆଉ, ମୁଁ ନିର୍ମାଣ କରିଥିବା ଏହି ମନ୍ଦିର ଯେ ତୁମ୍ଭ ନାମରେ ନାମିତ, ଏହା ପୃଥିବୀସ୍ଥ ସମସ୍ତ ଲୋକ ଜାଣିବେ। Viz kapitola |