2 ବଂଶାବଳୀ 7:11 - ଓଡିଆ ବାଇବେଲ11 ଏହିରୂପେ ଶଲୋମନ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ସମାପ୍ତ କଲେ; ପୁଣି ସଦାପ୍ରଭୁଙ୍କ ଗୃହରେ ଓ ଆପଣା ଗୃହରେ ଯାହା ଯାହା କରିବା ପାଇଁ ଶଲୋମନଙ୍କର ମନକୁ ଆସିଲା, ତାହାସବୁ ସେ କୁଶଳରେ ସାଧନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଏହିରୂପେ ଶଲୋମନ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ସମାପ୍ତ କଲେ; ପୁଣି ସଦାପ୍ରଭୁଙ୍କ ଗୃହରେ ଓ ଆପଣା ଗୃହରେ ଯାହା ଯାହା କରିବା ପାଇଁ ଶଲୋମନଙ୍କର ମନକୁ ଆସିଲା, ତାହାସବୁ ସେ କୁଶଳରେ ସାଧନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏହିରୂପେ ଶଲୋମନ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ସମାପ୍ତ କଲେ; ପୁଣି ସଦାପ୍ରଭୁଙ୍କ ଗୃହରେ ଓ ଆପଣା ଗୃହରେ ଯାହା ଯାହା କରିବା ପାଇଁ ଶଲୋମନଙ୍କର ମନକୁ ଆସିଲା, ତାହାସବୁ ସେ କୁଶଳରେ ସାଧନ କଲେ। Viz kapitolaପବିତ୍ର ବାଇବଲ11 ଶଲୋମନ ସଦାପ୍ରଭୁଙ୍କ ମନ୍ଦିର ଓ ରାଜାଙ୍କ ଗୃହକୁ ସମାପ୍ତ କଲେ। ସଦାପ୍ରଭୁଙ୍କ ମନ୍ଦିର ଓ ତାଙ୍କ ସ୍ୱଗୃହ ନିମନ୍ତେ ଶଲୋମନ ଯେଉଁ ସମସ୍ତ ଯୋଜନା କରିଥିଲେ, ସେହି ସମସ୍ତ ବିଷୟ ସମ୍ପୂର୍ଣ୍ଣ କରିବାରେ ସଫଳ ହେଲା। Viz kapitola |