Online Bible

- Reklamy -




2 ବଂଶାବଳୀ 7:14 - ଓଡିଆ ବାଇବେଲ

14 ଯେବେ ଆମ୍ଭ ନାମରେ ବିଖ୍ୟାତ ଆମ୍ଭ ଲୋକମାନେ ଆପଣାମାନଙ୍କୁ ନମ୍ର କରି ପ୍ରାର୍ଥନା କରିବେ ଓ ଆମ୍ଭର ମୁଖ ଅନ୍ୱେଷଣ କରି ଆପଣା ଆପଣା କୁପଥରୁ ଫେରିବେ, ତେବେ ଆମ୍ଭେ ସ୍ୱର୍ଗରୁ ଶୁଣିବା ଓ ସେମାନଙ୍କର ପାପ କ୍ଷମା କରିବା ଓ ସେମାନଙ୍କ ଦେଶ ସୁସ୍ଥ କରିବା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ଯେବେ ଆମ୍ଭ ନାମରେ ବିଖ୍ୟାତ ଆମ୍ଭ ଲୋକମାନେ ଆପଣାମାନଙ୍କୁ ନମ୍ର କରି ପ୍ରାର୍ଥନା କରିବେ ଓ ଆମ୍ଭର ମୁଖ ଅନ୍ଵେଷଣ କରି ଆପଣା ଆପଣା କୁପଥରୁ ଫେରିବେ, ତେବେ ଆମ୍ଭେ ସ୍ଵର୍ଗରୁ ଶୁଣିବା ଓ ସେମାନଙ୍କର ପାପ କ୍ଷମା କରିବା ଓ ସେମାନଙ୍କ ଦେଶ ସୁସ୍ଥ କରିବା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଯେବେ ଆମ୍ଭ ନାମରେ ବିଖ୍ୟାତ ଆମ୍ଭ ଲୋକମାନେ ଆପଣାମାନଙ୍କୁ ନମ୍ର କରି ପ୍ରାର୍ଥନା କରିବେ ଓ ଆମ୍ଭର ମୁଖ ଅନ୍ୱେଷଣ କରି ଆପଣା ଆପଣା କୁପଥରୁ ଫେରିବେ, ତେବେ ଆମ୍ଭେ ସ୍ୱର୍ଗରୁ ଶୁଣିବା ଓ ସେମାନଙ୍କର ପାପ କ୍ଷମା କରିବା ଓ ସେମାନଙ୍କ ଦେଶ ସୁସ୍ଥ କରିବା।

Viz kapitola kopírovat

ପବିତ୍ର ବାଇବଲ

14 ସେତେବେଳେ ଯଦି ଆମ୍ଭ ନାମରେ ନାମିତ ଲୋକମାନେ ନମ୍ର ହୋଇ ପ୍ରାର୍ଥନା କରିବେ ଓ ଆମ୍ଭକୁ ଖୋଜିବେ, ଆଉ ସେମାନଙ୍କର ମନ୍ଦ ପଥରୁ ଫେରି ଆସିବେ, ସେତେବେଳେ ଆମ୍ଭେ ସ୍ୱର୍ଗରୁ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆଉ, ଆମ୍ଭେ ସେମାନଙ୍କର ପାପସବୁ କ୍ଷମା କରିବା ଓ ଆମ୍ଭେ ସେମାନଙ୍କର ଦେଶକୁ ସୁସ୍ଥ କରିବା।

Viz kapitola kopírovat




2 ବଂଶାବଳୀ 7:14

Následuj nás:

Reklamy


Reklamy