Online Bible

- Reklamy -




2 ବଂଶାବଳୀ 7:2 - ଓଡିଆ ବାଇବେଲ

2 ଏଣୁ ଯାଜକମାନେ ସଦାପ୍ରଭୁଙ୍କ ଗୃହରେ ପ୍ରବେଶ କରି ପାରିଲେ ନାହିଁ, କାରଣ ସଦାପ୍ରଭୁଙ୍କ ପ୍ରତାପ ସଦାପ୍ରଭୁଙ୍କ ଗୃହକୁ ପରିପୂର୍ଣ୍ଣ କଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

2 ଏଣୁ ଯାଜକମାନେ ସଦାପ୍ରଭୁଙ୍କ ଗୃହରେ ପ୍ରବେଶ କରି ପାରିଲେ ନାହିଁ, କାରଣ ସଦାପ୍ରଭୁଙ୍କ ପ୍ରତାପ ସଦାପ୍ରଭୁଙ୍କ ଗୃହକୁ ପରିପୂର୍ଣ୍ଣ କଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଏଣୁ ଯାଜକମାନେ ସଦାପ୍ରଭୁଙ୍କ ଗୃହରେ ପ୍ରବେଶ କରି ପାରିଲେ ନାହିଁ, କାରଣ ସଦାପ୍ରଭୁଙ୍କ ପ୍ରତାପ ସଦାପ୍ରଭୁଙ୍କ ଗୃହକୁ ପରିପୂର୍ଣ୍ଣ କଲା।

Viz kapitola kopírovat

ପବିତ୍ର ବାଇବଲ

2 ସଦାପ୍ରଭୁଙ୍କ ମହିମା ମନ୍ଦିରକୁ ପୂର୍ଣ୍ଣ କରିଥିବାରୁ ଯାଜକମାନେ ସଦାପ୍ରଭୁଙ୍କ ମନ୍ଦିର ମଧ୍ୟରେ ପ୍ରବେଶ କରି ପାରିଲେ ନାହିଁ।

Viz kapitola kopírovat




2 ବଂଶାବଳୀ 7:2

Následuj nás:

Reklamy


Reklamy