2 ବଂଶାବଳୀ 7:20 - ଓଡିଆ ବାଇବେଲ20 ତେବେ ଆମ୍ଭେ ସେମାନଙ୍କୁ ଦତ୍ତ ଆମ୍ଭ ଦେଶରୁ ସମୂଳେ ଉତ୍ପାଟନ କରିବା; ପୁଣି ଆମ୍ଭ ନାମ ନିମନ୍ତେ ଏହି ଯେଉଁ ଗୃହକୁ ଆମ୍ଭେ ପବିତ୍ର କରିଅଛୁ, ତାହା ଆମ୍ଭ ଦୃଷ୍ଟିରୁ ଦୂର କରିବା ଓ ସକଳ ଗୋଷ୍ଠୀ ମଧ୍ୟରେ ଗଳ୍ପ ଓ ଉପହାସର ବିଷୟ କରିବା। Viz kapitolaପବିତ୍ର ବାଇବଲ (Re-edited) - (BSI)20 ତେବେ ଆମ୍ଭେ ସେମାନଙ୍କୁ ଦତ୍ତ ଆମ୍ଭ ଦେଶରୁ ସମୂଳେ ଉତ୍ପାଟନ କରିବା; ପୁଣି ଆମ୍ଭ ନାମ ନିମନ୍ତେ ଏହି ଯେଉଁ ଗୃହକୁ ଆମ୍ଭେ ପବିତ୍ର କରିଅଛୁ, ତାହା ଆମ୍ଭ ଦୃଷ୍ଟିରୁ ଦୂର କରିବା ଓ ସକଳ ଗୋଷ୍ଠୀ ମଧ୍ୟରେ ଗଳ୍ପ ଓ ଉପହାସର ବିଷୟ କରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତେବେ ଆମ୍ଭେ ସେମାନଙ୍କୁ ଦତ୍ତ ଆମ୍ଭ ଦେଶରୁ ସମୂଳେ ଉତ୍ପାଟନ କରିବା; ପୁଣି ଆମ୍ଭ ନାମ ନିମନ୍ତେ ଏହି ଯେଉଁ ଗୃହକୁ ଆମ୍ଭେ ପବିତ୍ର କରିଅଛୁ, ତାହା ଆମ୍ଭ ଦୃଷ୍ଟିରୁ ଦୂର କରିବା ଓ ସକଳ ଗୋଷ୍ଠୀ ମଧ୍ୟରେ ଗଳ୍ପ ଓ ଉପହାସର ବିଷୟ କରିବା। Viz kapitolaପବିତ୍ର ବାଇବଲ20 ତେବେ ଆମ୍ଭେ ଇସ୍ରାଏଲର ଲୋକଙ୍କୁ ଯେଉଁ ଦେଶ ଦେଇଅଛୁ, ଆମ୍ଭର ସେହି ଦେଶରୁ ସେମାନଙ୍କୁ ବାହାର କରିଦେବା। ଆଉ ଆମ୍ଭେ ଆମ୍ଭର ନାମ ନିମନ୍ତେ ପବିତ୍ର କରିଥିବା ଏହି ମନ୍ଦିରକୁ ପରିତ୍ୟାଗ କରିବା। ଆମ୍ଭେ ଏହି ମନ୍ଦିରକୁ ଏପ୍ରକାର କରିବା ଯେ, ସବୁ ଜାତିର ଲୋକମାନେ ଏହାକୁ ତାଚ୍ଛଲ୍ୟ କରିବେ। Viz kapitola |